ମାଲ ପରିବହନରେ ନିଜ ରେକର୍ଡ ଭାଙ୍ଗିଲା ଜେଏନ ପୋର୍ଟ, ପ୍ରଧାନମନ୍ତ୍ରୀ କଲେ ପ୍ରଶଂସା

thesamikhsya
0 Min Read
ମାଲ ପରିବହନରେ ନିଜ ରେକର୍ଡ ଭାଙ୍ଗିଲା ଜେଏନ ପୋର୍ଟ, ପ୍ରଧାନମନ୍ତ୍ରୀ କଲେ ପ୍ରଶଂସା

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଜବାହରଲାଲ ନେହରୁ ବନ୍ଦର ପ୍ରାଧିକରଣ (ଜେଏନପିଏ) ମାର୍ଚ୍ଚ ୩୦ରେ ନିଜ ଇତିହାସରେ ପ୍ରଥମ ଥର ପାଇଁ ୬ ମିଲିୟନ ଟିଇୟୁ ଅତିକ୍ରମ କରି ସର୍ବାଧିକ ମାଲ ପ୍ରବାହ କ୍ଷମତା ପଞ୍ଜିକୃତ କରି ଥିବାରୁ ସନ୍ତୋଷ ବ୍ୟକ୍ତ କରିଛନ୍ତି।

ଜେଏନପିଏର ଏକ ଟ୍ୱିଟ ପ୍ରତ୍ୟୁତ୍ତରରେ ପ୍ରଧାନମନ୍ତ୍ରୀ ଟ୍ୱିଟ କରିଛନ୍ତି;

“ଭାରତର ଗୁରୁତ୍ୱପୂର୍ଣ୍ଣ ବନ୍ଦର ମଧ୍ୟରୁ ଗୋଟିଏର ଉଲ୍ଲେଖନୀୟ ଉପଲବ୍ଧି ।”

Share this Article