Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ଭଦ୍ରକ କାର୍ଯ୍ୟକ୍ରମରେ କାହିଁକି ମନମୋହନ ସାମଲ ମଞ୍ଚରେ ବସିଲେ? ଉଠିଲା ପ୍ରଶ୍ନ
    ଆଜିର ଖବର

    ମୁଖ୍ୟମନ୍ତ୍ରୀଙ୍କ ଭଦ୍ରକ କାର୍ଯ୍ୟକ୍ରମରେ କାହିଁକି ମନମୋହନ ସାମଲ ମଞ୍ଚରେ ବସିଲେ? ଉଠିଲା ପ୍ରଶ୍ନ

    June 3, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    Samal
    ମୁଖ୍ୟମନ୍ତ୍ରୀଙ୍କ ଭଦ୍ରକ କାର୍ଯ୍ୟକ୍ରମରେ କାହିଁକି ମନମୋହନ ସାମଲ ମଞ୍ଚରେ ବସିଲେ? ଉଠିଲା ପ୍ରଶ୍ନ

    ଭୁବନେଶ୍ବର: ଗତକାଲି ଭଦ୍ରକରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସରକାରୀ ଗସ୍ତରେ ଯାଇଥିଲେ। ସେଠାରେ ସେ ୨୭୫ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ତେବେ ସେହି ସରକାରୀ ସଭାରେ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତି ନେଇ ପ୍ରଶ୍ନ ଉଠିଛି। ଏହି ପ୍ରଶ୍ନ ଉଠାଇଛି ବିଜେଡି ଦଳ।

    ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ଭଦ୍ରକର ଦୁଇ ବିଜେଡି ବିଧାୟକ ବ୍ୟୋମକେଶ ରାୟ ଏବଂ ସଂଜୀବ ମଲ୍ଲିକ ଏହି ପ୍ରଶ୍ନ ଉଠାଇଛନ୍ତି। ସେମାନେ କହିବା କଥା ଯେ ଗତକାଲି ଭଦ୍ରକରେ ବିଜେପିର ସଭା ନ ଥିଲା। ତାହା ଏକ ସରକାରୀ କାର୍ଯ୍ୟକ୍ରମ ଥିଲା। ସେହି କାର୍ଯ୍ୟକ୍ରମରେ କଣ ପାଇଁ କୌଣସି ସରକାରୀ ପଦପଦବୀରେ ନ ଥିବା ମନମୋହନ ସାମଲଙ୍କୁ ମଞ୍ଚରେ ସ୍ଥାନ ଦିଆଗଲା ବୋଲି ସେମାନେ ପ୍ରଶ୍ନ କରିଛନ୍ତି।

    ଅନ୍ୟପକ୍ଷରେ ସେମାନେ କହିଛନ୍ତି ଯେ, ଏହି ସରକାରୀ କାର୍ଯ୍ୟକ୍ରମ ହୋଇଥିବାରୁ ଜିଲ୍ଲାର ଦୁଇ ବିଧାୟକ ଭାବେ ଆମକୁ ନିମନ୍ତ୍ରଣ କରି ନେବା କଥା। ସରକାରୀ କାର୍ଯ୍ୟକ୍ରମରେ ଆମେ ସାମିଲ ହେବା କଥା। ହେଲେ ତାହା ନ କରି ମନମୋହନ ସାମଲଙ୍କୁ କେମିତି ମଞ୍ଚରେ ସାମିଲ କରାଗଲା ବୋଲି ବିଧାୟକ ବ୍ୟୋମକେଶ ପ୍ରଶ୍ନ କରିଛନ୍ତି।

    ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ପ୍ରଶ୍ନ ମୁଖ୍ୟମନ୍ତ୍ରୀଙ୍କ ଭଦ୍ରକ ଗସ୍ତ ମୋହନ ମାଝୀ
    Share. Facebook Twitter LinkedIn Email WhatsApp Copy Link
    Previous Articleଦେବଗଡରେ ପ୍ରାୟ ୨୦୫ କୋଟିର ବିଭିନ୍ନ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
    Next Article ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ପାଇଁ ସାପ୍ତାହିକ ଚଳାଚଳ ଦିନ ପରିବର୍ତ୍ତନ, ଜାଣନ୍ତୁ କ’ଣ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.