Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ସହିଦ କୃତିବାସ ପାଟ୍ଟଶାଣୀଙ୍କ ଭବ୍ୟ ପ୍ରତିମୂର୍ତ୍ତି ନିର୍ମାଣ ପାଇଁ ସରକାରଙ୍କୁ ନିବେଦନ
    ଆଜିର ଖବର

    ସହିଦ କୃତିବାସ ପାଟ୍ଟଶାଣୀଙ୍କ ଭବ୍ୟ ପ୍ରତିମୂର୍ତ୍ତି ନିର୍ମାଣ ପାଇଁ ସରକାରଙ୍କୁ ନିବେଦନ

    June 3, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ଖୋର୍ଦ୍ଧା/ବାଣପୁର: ଦୀର୍ଘ ତିନିଦିନ ଧରି ଚାଲିଥିବା ଗୌରବମୟ ବାଣପୁର ମୁକ୍ତି ଦିବସ ସମାରୋହ କବିତା ପାଠୋତ୍ସବ, ଆଲୋଚନା ଚକ୍ର ଉଦ୍‌ଯାପିତ ହୋଇଯାଇଛି। ଐତିହାସିକ ପଲଟଣ ପଡ଼ିଆର ଛାୟା ମଣ୍ଡପଠାରେ ଅପରାହ୍ନରେ ମୁକ୍ତି ଦିବସ ସ୍ମୃତିକମିଟିର ସଂପାଦକ ଶିକ୍ଷାବିତ୍ ବାଳମୁକୁନ୍ଦ ଦାସଙ୍କ ପରିଚାଳନାରେ ଆୟୋଜିତ ଏହି ସମାରୋହରେ ସ୍ଥାନୀୟ ଅଞ୍ଚଳର ଶିକ୍ଷାବିତ୍ ଅଧ୍ୟାପକ ସଂଗ୍ରାମ କେଶରୀ ସାହୁ, ଆଡ଼ଭୋକେଟ୍ ମୁରଲୀଧର ସାମନ୍ତ ସିଂହାର, ଡଃ ନୃସିହଚରଣ ପ୍ରଧାନ, ଅଧ୍ୟାପକ ଲକ୍ଷ୍ମୀପ୍ରସାଦ ମିଶ୍ର, ନାଟ୍ୟକାର ଭିକାରୀଚରଣ ପ୍ରଧାନ, ସଂଗଠକ ନନ୍ଦକିଶୋର ମିଶ୍ର, ସମାଜସେବୀ ସଂଧ୍ୟାଦେବୀ, ଅନନ୍ତଚରଣ ଖଟେଇ, କବୟିତ୍ରୀ ରୋଜାଲିନ୍ ମିଶ୍ର, ଅଧ୍ୟାପକ ସର୍ବେଶ୍ଵର ଷଡ଼ଙ୍ଗୀ, ଶିକ୍ଷାବିତ୍ ଲକ୍ଷ୍ମୀଚରଣ ପ୍ରଧାନ, ଶିଶିର କୁମାର ଦାସ, ବୈରାଗୀ ଚରଣ ବଳ, ମାଧବଚନ୍ଦ୍ର ବାରିକ୍, ଜୟକୃଷ୍ଣ ଦାସ, ସୁରେଶ ଚନ୍ଦ୍ର ପରୀଡ଼ା, ପ୍ରଭାତ କୁମାର ବେହେରା, ସୁଶାନ୍ତ କୁମାର ଦାସ, ବ୍ରଜକିଶୋର ଜେନା, ରମେଶ କୁମାର ମହାପାତ୍ର, ମନୋରଞ୍ଜନ ଦାଶ, ନବକିଶୋର ପ୍ରଧାନ, ଉମାକାନ୍ତ ସାହୁ, ଗାୟକ କଳାକାର ଚ଼ିରଞ୍ଚି ପରୀଡ଼ା ପ୍ରମୁଖ ଯୋଗ ଦେଇ ସହିଦ କୃତ୍ତିବାସ ପାଟ୍ଟଶାଣୀଙ୍କ ବାଣପୁରର ସ୍ଵାଧୀନତା ପାଇଁ ତ୍ୟାଗ ବଳିଦାନ ପ୍ରତି ଅଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

    ଐତିହାସିକ ପଲଟଣ ପଡ଼ିଆରେ ସହୀଦପାଟ୍ଟଶାଣୀଙ୍କ ଭବ୍ୟ ଅଶ୍ଵାରୋହୀ ଆପାଦ ମସ୍ତକ ପ୍ରତିମୂର୍ତ୍ତି ପ୍ରତିଷ୍ଠା ସହିତ ପାଇକ ଶ୍ରେଷ୍ଟ ଦଳବେହେରା ଦୀନବଂଧୁ ସାମନ୍ତରାୟ ମହାରଥାଙ୍କ ନେତୃତ୍ଵରେ ଆରମ୍ଭ ହୋଇଥିବା ବାଣପୁରର ୧୮୧୭ ପ୍ରଥମ ପାଇକ ବିଦ୍ରୋହକୁ ଭାରତ ବର୍ଷର ପ୍ରଥମ ସ୍ଵାଧୀନତା ଆନ୍ଦୋଳନର ମାନ୍ୟତା ପ୍ରଦାନ ନିମନ୍ତେ ରାଜ୍ୟ ସରକାର ତୁରନ୍ତ ପଦକ୍ଷେପ ନେଲେ ତାହା ହିଁ ହେବ ସହୀଦଙ୍କ ପ୍ରତି ସମୁଚିତ ଶ୍ରଦ୍ଧାଞ୍ଜଳି ବୋଲି ମଞ୍ଚରେ ମତ ପ୍ରକାଶ ପାଇଥିଲା।

    ସଭାର ପ୍ରାରମ୍ଭରେ ପ୍ରଥମେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା। ଶେଷରେ ଚିଲିକା ସାହିତ୍ୟ ସମାଜର ସହ ସଂପାଦକ ରମେଶ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ।

    ବାଣପୁର ମୁକ୍ତି ଦିବସ ସରକାରଙ୍କୁ ନିବେଦନ ସହିଦ କୃତିବାସ ପାଟ୍ଟଶାଣୀ
    Share. Facebook Twitter LinkedIn Email WhatsApp Copy Link
    Previous Articleଗ୍ରୀଷ୍ମ ଛୁଟି ସମୟରେ ଯାତ୍ରୀ ଚାହିଦା ପୂରଣ ପାଇଁ 32ଟି ଟ୍ରେନରେ ଅସ୍ଥାୟୀ ଭାବେ କୋଚ ସଂଯୋଗ
    Next Article ଯୁବପିଢ଼ିଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ସରକାରଙ୍କ ସଂକଳ୍ପ: ପ୍ରଧାନମନ୍ତ୍ରୀ ମୋଦୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.