Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଅପରାଧ»ଜେଲ୍ ଫେରନ୍ତା ଯୁବକକୁ ମରଣାନ୍ତକ ଆକ୍ରମଣ, ମୃତ ଘୋଷଣା କଲେ ଡ଼ାକ୍ତର
    ଅପରାଧ

    ଜେଲ୍ ଫେରନ୍ତା ଯୁବକକୁ ମରଣାନ୍ତକ ଆକ୍ରମଣ, ମୃତ ଘୋଷଣା କଲେ ଡ଼ାକ୍ତର

    June 3, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅର୍ନ୍ତଗତ ଜଗବନ୍ଧୁ ସାହିର ବିଦ୍ୟାଧର ପାଣିଗ୍ରାହୀ ନାମକ ଜଣେ ଯୁବକକୁ ମାଣାନ୍ତକ ଆକ୍ରମଣ କରାଯାଇଛି। ଯେଉଁଥିରେ ଯୁବକଙ୍କୁ ହସ୍ପିଟାଲରେ ମୃତ୍ୟୁ ଘଟିଛି। ମୃତ ବିଦ୍ୟାଧର ଗତକାଲି ରାତିରେ ବ୍ରହ୍ମପୁର ଷ୍ଟେସନରୁ ନିଜ ସାଙ୍ଗ ସହ ଘରକୁ ଫେରୁଥିବା ବେଳେ ପ୍ରାୟ ୬ ଜଣ ଦୁବୃର୍ତ୍ତ ବିଦ୍ୟାଧରଙ୍କୁ ସାନବଜାର ଛକରୁ ଉଠାଇ ନେଇ ଜଗବନ୍ଧୁ ସାହି ଆପର୍ଟମେଣ୍ଟ ପାଖରେ ମରଣାନ୍ତକ ଆକ୍ରମଣ କରିଥିଲେ।

    ସେ ଗୁରୁତର ହୋଇ ବ୍ରହ୍ମପୁର ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଥିଲେ। ଚିକିତ୍ସାଧିନ ଅବସ୍ଥାରେ ଡ଼ାକ୍ତର ବିଦ୍ୟାଧରଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କରି ବିଦ୍ୟାଧରଙ୍କୁ ହତ୍ୟା କରାଯାଇଛି। ବଡ଼ ବଜାର ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା ହୋଇଥିବା ସନ୍ଦେହ କରୁଛି। ଏହି ହତ୍ୟା ଘଟଣା କିଛି ପୁର୍ବ ଶତୃତା କୁ ନେଇ ବୋଲି ସ୍ଥାନୀୟ ଅଞ୍ଚଳରେ ଆଲୋଚନା ହେଉଛି।

    ଜେଲ୍ ଫେରନ୍ତା ଯୁବକ ବଡ଼ବଜାର ଥାନା ମରଣାନ୍ତକ ଆକ୍ରମଣ ମୃତ୍ୟୁ ଘୋଷଣା
    Share. Facebook Twitter LinkedIn Email WhatsApp Copy Link
    Previous Articleରଣପୁରର ବିଭିନ୍ନ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଲେ ବାଚସ୍ପତି
    Next Article କୃଷକମାନଙ୍କ ସହ ଆଲୋଚନା କଲେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.