Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଉଦଘାଟିତ ହେଲା ଜଗନ୍ନାଥ ଏକ୍ସପ୍ରେସ,ଦେଶର ବିଭିନ୍ନ ଧର୍ମସ୍ଥାନକୁ କରିବ ଚଳାଚଳ, କେମିତି କରିବେ ବୁକିଂ
    ଆଜିର ଖବର

    ଉଦଘାଟିତ ହେଲା ଜଗନ୍ନାଥ ଏକ୍ସପ୍ରେସ,ଦେଶର ବିଭିନ୍ନ ଧର୍ମସ୍ଥାନକୁ କରିବ ଚଳାଚଳ, କେମିତି କରିବେ ବୁକିଂ

    June 4, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    ShreeJagnnath
    ଉଦଘାଟିତ ହେଲା ଜଗନ୍ନାଥ ଏକ୍ସପ୍ରେସ,ଦେଶର ବିଭିନ୍ନ ଧର୍ମସ୍ଥାନକୁ କରିବ ଚଳାଚଳ, କେମିତି କରିବେ ବୁକିଂ

    ଭୁବନେଶ୍ବର: ଉଦଘାଟିତ ହୋଇଯାଇଛି ଜଗନ୍ନାଥ ଏକ୍ସପ୍ରେସ। ଭିଡିଓ କନଫ୍ରେସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦଘାଟିତ କରିଛନ୍ତି। ଓଡିଶା ରାଜ୍ୟ ପରିବହନ ବିଭାଗ ଦ୍ବାରା ଏହି ବସ ସେବା ଆରମ୍ଭ ହୋଇଛି। ଏହି ବସରେ ଯାତ୍ରୀମାନେ ବେଶ ବିଳାସପୂର୍ଣ୍ଣ ଏବଂ ଆରାମଦାୟକ ଯାତ୍ରା କରିପାରିବେ।

    ତେବେ ଏହି ବସ ସେବା ରାଜ୍ୟ ବାହାରକୁ ଚଳାଚଳ କରିବ। ସେଥିପାଇଁ ଓଏସଆରଟିସି ତରଫରୁ ସବୁ ବ୍ୟବସ୍ଥା କରାଯାଇଛି। ମୁଖ୍ୟତଃ ପୁରୀରୁ ଦେଶର ପ୍ରମୁଖ ଧାର୍ମିକପିଠଗୁଡିକୁ ଏହି ବସ ସଂଯୋଗ କରିବ। ବର୍ତ୍ତମାନ ଯେଉଁ ବାହାର ରାଜ୍ୟର ସ୍ଥାନଗୁଡିକ ପାଇଁ ସେବା ଆରମ୍ଭ ହେବ ସେଗୁଡିକ ହେଲା

    ପୁରୀ – ଅଯୋଧ୍ୟା
    ପୁରୀ – ଉଜ୍ଜୟନ
    ପୁରୀ – ତିରୁପତି
    ପୁରୀ- ହାଇଦ୍ରାବାଦ
    ପୁରୀ- ଭିଲାଇ
    ଭୁବନେଶ୍ୱର – ବିଶାଖାପାଟନମ୍
    ରାୟଗଡ- ହାଇଦ୍ରାବାଦ
    ଭବାନୀପାଟଣା – ହାଇଦ୍ରାବାଦ ରହିଛି।

    ତେବେ ଯେଉଁମାନେ ଏହି ବସ ସେବା ନେବାକୁ ଚାହିଁବେ ସେମାନେ  booking.osrtc.org ୱେବ ସାଇଟକୁ ଯାଇ ବୁକିଂ କରିପାରିବେ। ନଚେତ ଏ ସଂପର୍କରେ ଟୋଲ ଫ୍ରି ନମ୍ବର 1800- 345-1122 କୁ ଯୋଗାଯୋଗ କରିପାରିବେ।

    Jagnnath Express rathyatra RathYatra2025
    Share. Facebook Twitter LinkedIn Email WhatsApp Copy Link
    Previous Articleକୋରିଆର ନବନିର୍ବାଚିତ ରାଷ୍ଟ୍ରପତି ଲି ଜାଏ-ମ୍ୟୁଙ୍ଗଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
    Next Article ଆନ୍ଧ୍ରପ୍ରଦେଶର ଯୋଗାନ୍ଧ୍ର ୨୦୨୫ ପଦକ୍ଷେପର ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.