Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଯାତ୍ରୀ ବିଶ୍ରାମାଗାର କୁ ଧକ୍କା ଦେଲା ଯାତ୍ରୀବାହି ବସ୍, ଡ଼୍ରାଇଭର ମୃତ
    ଆଜିର ଖବର

    ଯାତ୍ରୀ ବିଶ୍ରାମାଗାର କୁ ଧକ୍କା ଦେଲା ଯାତ୍ରୀବାହି ବସ୍, ଡ଼୍ରାଇଭର ମୃତ

    June 5, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ଥାନା ଅର୍ନ୍ତଗତ ଲକ୍ଷ୍ମୀ ନାରାୟଣ ପୁର ଛକରେ ବୀଣାପାଣି ନାମକ ଘରୋଇ ବସ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଉକ୍ତ ବସ ଟି ଏକ ଯାତ୍ରୀ ବିଶ୍ରାମାଗାରକୁ ଧକ୍କା ଦେଇଛି, ଯାହା ଫଳରେ ଡ୍ରାଇଭର ଚାପି ହୋଇ ମୃତ୍ୟୁ ବରଣ କରିଛି। ଦୁର୍ଘଟଣା ଏତେ ଭୟଙ୍କର ଯେ ଯାତ୍ରୀ ବିଶ୍ରାମାଗାର ଟି ସମ୍ପୁର୍ଣ୍ଣ ଭାଙ୍ଗି ଯାଇଛି।

    ଚାପି ହୋଇ ରହିଥିବା ଡ୍ରାଇଭରକୁ ଅଗ୍ନିଶମ ବାହିନୀ ଉଦ୍ଧାର କରିଛନ୍ତି। ଦିଗପହଣ୍ଡି ଡାକ୍ତରଖାନାର ଡାକ୍ତର ଡ୍ରାଇଭରକୁ ମୃତ ଘୋଷଣା କରିଛନ୍ତି।

    ଖବର ପାଇ ଦିଗପହଣ୍ଡି ଥାନା ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀର କର୍ମଚାରୀଙ୍କ ସହାୟତାରେ ଡ୍ରାଇଭରକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡଡାକ୍ତରଖାନାକୁ ପଠାଇଛି ଏବଂ ଦୁର୍ଘଟଣାଗସ୍ତ ବସ୍ କୁ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

    ଘରୋଇ ବସ ଡ୍ରାଇଭର ମୃତ ଦିଗପହଣ୍ଡି ଥାନା ବୀଣାପାଣି
    Share. Facebook Twitter LinkedIn Email WhatsApp Copy Link
    Previous Articleଚିନ୍ନାସ୍ୱାମୀ ଷ୍ଟାଡିୟମରେ ଦଳାଚକଟା ମାମଲା: ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କଲା ବିଜେପି
    Next Article ୧୧ ବର୍ଷ ଭିତରେ ପ୍ରତିଟି ସରକାରୀ ପଦକ୍ଷେପରେ ଲୋକଙ୍କ ଲାଗି ସେବା, ସୁଶାସନ ଓ କଲ୍ୟାଣ ଉଦ୍ଦିଷ୍ଟ: ପ୍ରଧାନମନ୍ତ୍ରୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.