Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଜାତୀୟ ଖବର»Reliance Jewels Raja Offer: ସୁନା ଚୁଡିରେ ମିଳିବ ୫୦ ପ୍ରତିଶତ ରିହାତି, ହୀରାରେ…
    ଜାତୀୟ ଖବର

    Reliance Jewels Raja Offer: ସୁନା ଚୁଡିରେ ମିଳିବ ୫୦ ପ୍ରତିଶତ ରିହାତି, ହୀରାରେ…

    June 9, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    Reliance Jewels Raja Offer: ଭାରତର ଅନ୍ୟତମ ସର୍ବାଧିକ ବିଶ୍ୱସନୀୟ ଜୁଏଲାରୀ ବ୍ରାଣ୍ଡ ରିଲାଏନ୍ସ ଜୁଏଲ୍‌ସ ସ୍ୱତନ୍ତ୍ର ପାର୍ବଣ ଅଫର ସହିତ ନାରୀତ୍ୱ, ସମୃଦ୍ଧତା ଓ ମୌସୁମୀର ଆଗମନକୁ ପାଳନ କରୁଥିବା ପ୍ରିୟ ଓଡିଆ ପର୍ବ ରଜ ପର୍ବ ଉତ୍ସବ ପାଳନରେ ସାମିଲ ହୋଇଛି। ଏହି ଶୁଭ ଅବସରର ସମ୍ମାନରେ ବ୍ରାଣ୍ଡ ପକ୍ଷରୁ ସ୍ୱତନ୍ତ୍ର ଭାବେ ନିର୍ମିତ ସୁନ୍ଦର ଚୁଡ଼ି ବା ବ୍ୟାଙ୍ଗଲଗୁଡିକର ଏକ ରେଞ୍ଜ ବା ସମ୍ଭାରର ଶୁଭାରମ୍ଭ କରାଯାଇଛି। ଓଡିଶାରେ ୧୪ଟି ଶୋରୁମର ଏକ ମଜବୁତ ଉପସ୍ଥିତି ସହିତ ଏହି ବ୍ରାଣ୍ଡ ପରମ୍ପରା, ଭାବନା ଓ କାରିଗରୀକୁ ପ୍ରତିଫଳିତ କରୁଥିବା ଅଳଙ୍କାର ମାଧ୍ୟମରେ ଏହି ଉତ୍ସବକୁ ଗ୍ରାହକଙ୍କ ନିକଟତର କରିଛି।

    ଏହି ଉତ୍ସବ ପାଳନର ଅଂଶ ଭାବେ ଗ୍ରାହକମାନେ ସୁନା ଚୁଡ଼ି (ବ୍ୟାଙ୍ଗଲ) ର ମେକିଂ ଚାର୍ଜ ଉପରେ ଫ୍ଲାଟ ୫୦ ପ୍ରତିଶତ ରିହାତି ଏବଂ ହୀରା ମୂଲ୍ୟ ଓ ମେକିଂ ଚାର୍ଜ ଉପରେ ୩୫ ପ୍ରତିଶତର ରିହାତି ଉପଭୋଗ କରିପାରିବେ। ଏହି ଅଫର ଆସନ୍ତା ଜୁଲାଇ ୭ ତାରିଖ ପର୍ଯ୍ୟନ୍ତ ଓଡିଶାର ସମସ୍ତ ରିଲାଏନ୍ସ ଜୁଏଲ୍ସ ଶୋରୁମଗୁଡିକରେ ଏବଂ ୱେବସାଇଟରେ ବୈଧ ରହିବ।

    ଏହି ଚୁଡ଼ି ବା ବ୍ୟାଙ୍ଗଲ କଲେକ୍ସନରେ ଚୁଡି-ଷ୍ଟାଇଲ ବ୍ୟାଙ୍ଗଲ, ସୁନ୍ଦର ଭବ୍ୟ କଡା, ଷ୍ଟେଟମେଣ୍ଟ କଙ୍ଗନ ଭଳି ଟାଇମଲେସ୍ କ୍ଲାସିକ ଏବଂ ଅନ୍ୟାନ୍ୟ ଆଞ୍ଚଳିକ ଓ ଆଧୁନିକ ଡିଜାଇନଗୁଡିକର ବିଶାଳ ସମ୍ଭାର ସାମିଲ ରହିଛି। ପ୍ରତ୍ୟେକ ଅଳଙ୍କାରକୁ କିଶୋରାବସ୍ଥାର ଆନନ୍ଦ ହେଉ କିମ୍ବା ଯୁବ ବୟସର ଶକ୍ତି, କିମ୍ବା ମାତୃତ୍ୱର ମହାନତା, ଜଣେ ମହିଳାଙ୍କ ଜୀବନ ଯାତ୍ରାର ପ୍ରତ୍ୟେକ ପର୍ଯ୍ୟୟକୁ ପାଳନ କରିବା ପାଇଁ ସ୍ୱତନ୍ତ୍ର ଭାବରେ ଡିଜାଇନ କରାଯାଇଛି। ସୂକ୍ଷ୍ମ କାରିଗରୀ ଏବଂ ପାରମ୍ପରିକ ଶୈଳୀ ଠାରୁ ଆରମ୍ଭ କରି ଆଧୁନିକ ଷ୍ଟାଇଲ ପର୍ଯ୍ୟନ୍ତ ବିଭିନ୍ନ ପ୍ରକାରର ଡିଜାଇନର ଏକ ବିସ୍ତୃତ ଶୃଙ୍ଖଳା ସହିତ ଏଭଳି ଚୁଡ଼ି ବା ବ୍ୟାଙ୍ଗଲଗୁଡିକ ଆଭୂଷଣଠାରୁ ବେଶ ଅଧିକ କିଛି ଅଟେ, ଏଗୁଡିକ ଉତ୍ସବ, ଅଭିବ୍ୟକ୍ତି ଓ ପରିଚୟର ପ୍ରତୀକ ଅଟେ।

    ରଜ ପର୍ବ ମହିଳାଙ୍କ ପାଇଁ ଆରାମ, ନବୀକରଣ ଓ ଭକ୍ତି ତଥା ଗୌରବାଲୋକନର ସମୟ ଅଟେ ଏବଂ ରିଲାଏନ୍ସ ଜୁଏଲ୍ସ ଅଳଙ୍କାର ମାଧ୍ୟମରେ ଏହି ସାଂସ୍କୃତିକ ଭାବନାକୁ ଧାରଣ କରିଛି ଯାହା ବ୍ୟକ୍ତିତ୍ୱ ଓ ଉତ୍କର୍ଷତାକୁ ପ୍ରତିଫଳିତ କରୁଛି। ଉପହାର ହେଉ କିମ୍ବା ନିଜ ପାଇଁ ଚୟନ କରିବା ହେଉ, ପ୍ରତ୍ୟେକଟି ଅଳଙ୍କାରକୁ ସେମାନଙ୍କୁ ଆନନ୍ଦର ଅନୁଭୂତି ପ୍ରଦାନ କରିବା ପାଇଁ ପ୍ରସ୍ତୁତ କରାଯାଇଛି।

    ଜାତୀୟ ସ୍ତରରେ ଏବଂ ଓଡିଶାରେ ଏକ ମଜବୁତ ଉପସ୍ଥିତି ସହିତ ରିଲାଏନ୍ସ ଜୁଏଲ୍ସ ସୁନା, ହୀରା ଓ ଅନ୍ୟାନ୍ୟ ମୂଲ୍ୟବାନ ଧାତୁରେ ନିଖୁଣ ଭାବେ ନିର୍ମିତ ସୁନ୍ଦର କଲେକ୍ସନ ପ୍ରଦାନ କରିବା ଜାରି ରଖିଛି। ଏହି ବ୍ରାଣ୍ଡ ଏହାର ଗୁଣବତା, କାରିଗରୀ ଓ ବିବିଧ ଶୃଙ୍ଖଳାର ଅଳଙ୍କାର ପାଇଁ ସୁପରିଚିତ ଅଟେ ଯାହା ପାର୍ବଣ, ଦୈନନ୍ଦିନ ବ୍ୟବହାର ଓ ସଫଳ ମୁହୂର୍ତଗୁଡିକ ପାଇଁ ବେଶ ଉପଯୁକ୍ତ ରହିଥାଏ।

    reliance Reliance Jewels RelianceBangle ରଜ ଉତ୍ସବ ରିଲାଏନ୍‌ସ ଜୁଏଲ୍‌ସ
    Share. Facebook Twitter LinkedIn Email WhatsApp Copy Link
    Previous Articleବକ୍ରୀଦରେ ଆତ୍ମବଳି ଦେବା ଇସଲାମ ବିରୋଧୀ: ମୌଲାନା କାରୀ ଇସାକ ଗୋରା
    Next Article ଗୁଣ୍ଡିଚା ମନ୍ଦିର ଉନ୍ନତିକରଣ ନେଇ ତଦାରଖ କଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.