Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ବିହାରରେ ଯୁବପିଢ଼ିଙ୍କ ପ୍ରଥମ ପସନ୍ଦ କିଏ, ମୋଦୀ ନା ରାହୁଲ?: ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସର୍ଭେ
    ଆଜିର ଖବର

    ବିହାରରେ ଯୁବପିଢ଼ିଙ୍କ ପ୍ରଥମ ପସନ୍ଦ କିଏ, ମୋଦୀ ନା ରାହୁଲ?: ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସର୍ଭେ

    June 11, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ନୂଆଦିଲ୍ଲୀ: ଚଳିତ ବର୍ଷ ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ପୋଲ ଟ୍ରାକର ଓପିନିଅନ୍ ପୋଲରେ ଏକ ଆଶ୍ଚର୍ଯ୍ୟଜନକ ସର୍ଭେ ସାମ୍ନାକୁ ଆସିଛି। ସର୍ଭେ ଅନୁଯାୟୀ, ରାଜ୍ୟର ଯୁବପିଢ଼ିଙ୍କ ମଧ୍ୟରେ ରାହୁଲ ଗାନ୍ଧୀ ସବୁଠାରୁ ଲୋକପ୍ରିୟ ନେତା ଭାବରେ ଉଭା ହୋଇଛନ୍ତି।

    ଏହି ସର୍ଭେରେ ଯୁବପିଢ଼ିଙ୍କୁ ପଚରାଯାଇଥିଲା ଯେ, ସେମାନଙ୍କର ପ୍ରିୟ ରାଷ୍ଟ୍ରୀୟ ନେତା କିଏ? ଉତ୍ତରରେ ୪୭% ଯୁବପିଢ଼ି ରାହୁଲ ଗାନ୍ଧୀଙ୍କ ନାମ ନେଇଥିଲେ, ଯେତେବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩୯% ଭୋଟ ପାଇଥିଲେ। ବାକି ୧୪% ଭୋଟ ଅନ୍ୟ ନେତାମାନେ ପାଇଥିଲେ।

    ଚଳିତ ବର୍ଷ ଶେଷରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ବିହାରରେ ରାଜନୈତିକ ହଲଚଲ ତୀବ୍ର ହୋଇଛି। ପୁଣି ଥରେ ଏନଡିଏ ଏବଂ ମହାଗଠବନ୍ଧନ ମଧ୍ୟରେ ପ୍ରତିଯୋଗିତା ହେବାକୁ ଯାଉଛି, କିନ୍ତୁ ଏଥର ସମୀକରଣ କିଛିଟା ବଦଳି ଯାଇଛି।

    ଜାନୁଆରୀ ୨୦୨୪ରେ, ନୀତିଶ କୁମାର ମହାମେଣ୍ଟ ଛାଡି ଏନଡିଏକୁ ଫେରିଥିଲେ। ଏହା ରାଜ୍ୟର ରାଜନୀତିରେ ଏକ ନୂତନ ମୋଡ଼ ଆଣିଥିଲା। ଏଥର ବିଜେପି ଏବଂ ଜେଡିୟୁ ମିଳିତ ଭାବରେ ନୀତିଶ କୁମାରଙ୍କୁ ମୁଖ୍ୟମନ୍ତ୍ରୀ ଚେହେରା ଭାବରେ ନିର୍ବାଚନକୁ ଓହ୍ଲାଇଛନ୍ତି।

    Bihar Assembly Election 2025 Breaking News Opinion Poll pm modi rahul gandhi
    Share. Facebook Twitter LinkedIn Email WhatsApp Copy Link
    Previous Articleଆଜି ସୁନା ମହଙ୍ଗା ହୋଇଛି କି ଶସ୍ତା?: ଜାଣନ୍ତୁ ଜୁନ୍ ୧୧ ର ସର୍ବଶେଷ ମୂଲ୍ୟ
    Next Article ଡୋନାଲ୍ଡ ଟ୍ରମ୍ପଙ୍କୁ କ୍ଷମା ମାଗିଲେ ଏଲନ୍ ମସ୍କ!: ଜାଣନ୍ତୁ କ’ଣ କହିଲେ ଟେସଲା ସିଇଓ?

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.