Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଦୁର୍ଘଟଣାସ୍ଥଳ ପରିଦର୍ଶନ ସହ ଅକ୍ଲାନ୍ତ ପରିଶ୍ରମ କରୁଥିବା ଅଧିକାରୀ ଏବଂ ଦଳମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
    ଆଜିର ଖବର

    ଦୁର୍ଘଟଣାସ୍ଥଳ ପରିଦର୍ଶନ ସହ ଅକ୍ଲାନ୍ତ ପରିଶ୍ରମ କରୁଥିବା ଅଧିକାରୀ ଏବଂ ଦଳମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

    June 13, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଅହମ୍ମଦାବାଦରେ ଘଟିଥିବା ମର୍ମନ୍ତୁଦ ବିମାନ ଦୁର୍ଘଟଣାରେ ଅନେକ ଲୋକ ପ୍ରାଣ ହରାଇବାକୁ ନେଇ ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗ ଯେଉଁ ଅପାର ଯନ୍ତ୍ରଣା ଏବଂ କ୍ଷତି ସହୁଛନ୍ତି ତାହା ସ୍ୱୀକାର କରି ପ୍ରଧାନମନ୍ତ୍ରୀ ସେମାନଙ୍କ ପ୍ରତି ସମବେଦନା ଜଣାଇଛନ୍ତି।

    ଆଜି ସକାଳେ ଶ୍ରୀ ମୋଦୀ ଅହମ୍ମଦାବାଦର ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ପରିସ୍ଥିତିର ପ୍ରତ୍ୟକ୍ଷ ଆକଳନ କରିଥିଲେ। ସେ ବିପର୍ଯ୍ୟୟ ପରେ ଅକ୍ଲାନ୍ତ ପରିଶ୍ରମ କରି ଉଦ୍ଧାର କାର୍ଯ୍ୟ କରୁଥିବା ଅଧିକାରୀ ଏବଂ ଜରୁରୀକାଳୀନ ପ୍ରତିକ୍ରିୟା ଦଳ ସହ ସାକ୍ଷାତ ଆଲୋଚନା କରିଥିଲେ।

    ଏକ୍ସ ରେ ଭିନ୍ନ ଭିନ୍ନ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି:

    ‘‘ଅହମ୍ମଦାବାଦରେ ହୋଇଥିବା ବିମାନ ଦୁର୍ଘଟଣାରେ ଆମେ ସମସ୍ତେ ମର୍ମାହତ। ଅକସ୍ମାତ ଘଟିଥିବା ଏହି ହୃଦୟ ବିଦାରକ ଦୁର୍ଘଟଣାରେ ଏତେ ଲୋକଙ୍କ ଜୀବନ ହାନି ଘଟିବାକୁ ଶବ୍ଦରେ ବର୍ଣ୍ଣନା କରିହେବ ନାହିଁ । ସମସ୍ତ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା। ଆମେ ସେମାନଙ୍କର ଯନ୍ତ୍ରଣା ବୁଝିପାରୁଛୁ ଏବଂ ଏହା ମଧ୍ୟ ଜାଣୁ ଯେ, ପ୍ରିୟଜନଙ୍କୁ ହରାଇବା ଯୋଗୁ ସୃଷ୍ଟି ହୋଇଥିବା ଶୂନ୍ୟସ୍ଥାନ ଆଗାମୀ ଅନେକ ବର୍ଷ ପର୍ଯ୍ୟନ୍ତ ପୂରଣ କରି ହେବ ନାହିଁ । ଓମ୍ ଶାନ୍ତି।’’

    ‘‘ଆଜି ଅହମ୍ମଦାବାଦରେ ଦୁର୍ଘଟଣାସ୍ଥଳ ପରିଦର୍ଶନ କଲି। ଧ୍ୱଂସର ଦୃଶ୍ୟ ଦୁଃଖଦ। ନିରନ୍ତର ଭାବେ ଅକ୍ଲାନ୍ତ ପରିଶ୍ରମ କରି କାର୍ଯ୍ୟ କରୁଥିବା ଅଧିକାରୀ ଏବଂ ଦଳମାନଙ୍କୁ ଭେଟିଲି। ଏହି ଅକଳ୍ପନୀୟ ଦୁର୍ଘଟଣାରେ ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ସହିତ ଆମର ସମବେଦନା ରହିଛି।’’

    ଅହମ୍ମଦାବାଦ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ବିମାନ ଦୁର୍ଘଟଣା ଶୋକପ୍ରକାଶ କଲେ ପ୍ରଧାନମନ୍ତ୍ରୀ
    Share. Facebook Twitter LinkedIn Email WhatsApp Copy Link
    Previous Articleଇରାନ ଏବଂ ଇସ୍ରାଏଲ ମଧ୍ୟରେ ଆରମ୍ଭ ହେଲା ଭୟଙ୍କର ଯୁଦ୍ଧ: ଜାଣନ୍ତୁ ନିଜ ନାଗରିକମାନଙ୍କ ପାଇଁ କ’ଣ କହିଲା ଭାରତ?
    Next Article କଟକ ଠାରେ ରାଜ୍ୟସ୍ତରୀୟ ନାରୀ ଶକ୍ତି ସମାବେଶର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.