Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ଯୋଗ ଅଧିବେଶନ ଆୟୋଜିତ
    ଆଜିର ଖବର

    କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ଯୋଗ ଅଧିବେଶନ ଆୟୋଜିତ

    June 13, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ୱର: ଆସନ୍ତା ୨୧ ତାରିଖରେ ଅନ୍ତର୍ଜାତୀୟ ଯୋଗ ଦିବସ ସମାରୋହ ପାଳିତ ହେବ। ଏହି କ୍ରମରେ ଆଜି କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ଭୁବନେଶ୍ୱର ପକ୍ଷରୁ ଯୋଗ ଅଧିବେଶନ ଆୟୋଜିତ ହୋଇଯାଇଛି। ଭାରତୀୟ ଯୋଗ ସଂସ୍ଥାନ, ଭୁବନେଶ୍ୱର ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁସଂଖ୍ୟାରେ ଯୋଗପ୍ରେମୀ ଅଂଶଗ୍ରହଣ କରି ଯୋଗାଭ୍ୟାସ କରିଛନ୍ତି। ଯୋଗାଭ୍ୟାସ ମାଧ୍ୟମରେ ଶାରୀରିକ ଓ ମାନସିକ କଲ୍ୟାଣ ସାଧନ କରିବା ଉଦ୍ଦେଶ୍ୟରେ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।

    ଚଳିତ ବର୍ଷ ‘‘ଏକ ପୃଥିବୀ, ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ’’ ବିଷୟବସ୍ତୁକୁ ନେଇ ଅନ୍ତର୍ଜାତୀୟ ଯୋଗ ଦିବସ ଆୟୋଜନ କରାଯିବ। ଏହା ସାମଗ୍ରିକ କଲ୍ୟାଣ ଏବଂ ପରିବେଶ ସଂରକ୍ଷଣକୁ ପ୍ରୋତ୍ସାହନ ଦେବା ଲାଗି ଯୋଗର ଗୁରୁତ୍ୱପୂର୍ଣ୍ଣ ଭୂମିକା ଉପରେ ଆଲୋକପାତ କରିଥାଏ। ଏକ ସନ୍ତୁଳିତ ଜୀବନଶୈଳୀ ଆପଣାଇବା ଲାଗି ଯୋଗକୁ ଏକ ମାଧ୍ୟମ ରୂପେ ଗ୍ରହଣ କରିବା ଲାଗି ଅନ୍ତର୍ଜାତୀୟ ଯୋଗ ଦିବସ ସାରା ବିଶ୍ୱର ଲୋକମାନଙ୍କୁ ଉତ୍ସାହିତ କରିଥାଏ।

    ଭୁବନେଶ୍ୱର ସିବିସି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି)ର ଉପନିର୍ଦ୍ଦେଶକ ମନୋଜ କୁମାର ଜାଲି, ସିବିସିର ସହାୟକ ନିର୍ଦ୍ଦେଶକ ମହେନ୍ଦ୍ର ପ୍ରସାଦ ଜେନାଙ୍କ ସମେତ ସିବିସି ଅଧିକାରୀ ଓ କର୍ମଚାରୀ ଏବଂ ଭାରତୀୟ ଯୋଗସଂସ୍ଥାନର କର୍ମକର୍ତ୍ତାମାନେ ପରିଚାଳନା କରିଥିଲେ।

    ଅନ୍ତର୍ଜାତୀୟ ଯୋଗ ଦିବସ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ଯୋଗ ଅଧିବେଶନ
    Share. Facebook Twitter LinkedIn Email WhatsApp Copy Link
    Previous Articleପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅହମ୍ମଦାବାଦ ବିମାନ ଦୁର୍ଘଟଣାର ସମୀକ୍ଷା ବୈଠକ
    Next Article ରାଜ୍ୟସ୍ତରୀୟ କର୍ମଶାଳା: ସ୍ମାର୍ଟ ଜଳସାଧନର ପ୍ରଶାସନ ପାଇଁ ଅତ୍ୟାଧୁନିକ କୃତ୍ରିମ ବୁଦ୍ଧିମତା ଆଧାରିତ ସମାଧାନ ପ୍ରଦର୍ଶିତ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.