Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ବାଣପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଯୁକ୍ତ ଦୁଇ ନୂତନ ଶ୍ରେଣୀ ଗୃହ ଉଦଘାଟନ କଲେ ଆଇନ ମନ୍ତ୍ରୀ
    ଆଜିର ଖବର

    ବାଣପୁର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଯୁକ୍ତ ଦୁଇ ନୂତନ ଶ୍ରେଣୀ ଗୃହ ଉଦଘାଟନ କଲେ ଆଇନ ମନ୍ତ୍ରୀ

    June 16, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବାଣପୁର: ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ଭଗବତୀ ବିହାରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଚଳିତ ବର୍ଷ ନୂତନ ଭାବେ ଖୋଲିଥିବା ଯୁକ୍ତ ଦୁଇ ବିଜ୍ଞାନ ନୂତନ ଶ୍ରେଣୀ ଗୃହର ଉଦଘାଟନ ଉତ୍ସବ ଏବଂ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସମ୍ବର୍ଦ୍ଧନା ଉତ୍ସବ ବିଦ୍ୟାଳୟର ସଭାପତି ରାଜ କିଶୋର ଭୋପାଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପୃଥ୍ୱୀରାଜ ହରିଚନ୍ଦନ ଯୋଗ ଦେଇଥିଲେ।

    ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ବିଦ୍ୟାଳୟ ସମ୍ପାଦକ ତଥା ବରିଷ୍ଠ ଆଇନଜିବି ଶ୍ୟାମସୁନ୍ଦର ମିଶ୍ର, ପ୍ରଧାନ ଆଚାର୍ଯ୍ୟ ଅବିନାଶ ପଟ୍ଟନାୟକ, ଯୁକ୍ତ ଦୁଇ ଅଧ୍ୟକ୍ଷ ବିଜୟ କୁମାର ନନ୍ଦ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ବାଣପୁର ଶିଶୁ ମନ୍ଦିରେ ଚଳିତ ବର୍ଷ ନୂତନ ଭାବେ ଦ୍ୱାଦଶ ଶ୍ରେଣୀ ଖୋଲିଥିବା ବେଳେ ବିଜ୍ଞାନ ପରୀକ୍ଷାଗାର ଗୃହକୁ ମନ୍ତ୍ରୀ ଉଦଘାଟନ କରିଥିଲେ।

    ଚଳିତ ବର୍ଷ ବାଣପୁର ବ୍ଲକରେ ଶତକଡା ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ଦଶମ ଶ୍ରେଣୀର ଦୁଇଜଣ ଏବଂ ଶତକଡା ୮୫ ପ୍ରତିଶତରୁ ଉର୍ଦ୍ଧ୍ଵ ନମ୍ବର ରଖିଥିବା ଦ୍ୱାଦଶ ଶ୍ରେଣୀର ନଅ ଜଣ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ମନ୍ତ୍ରୀ ଓ ଅତିଥିମାନେ ସମ୍ବର୍ଦ୍ଧନା ଦେବା ସହ ସେମାନଙ୍କର ଉତ୍ତୋରୋତ୍ତର କାମନା କରିଥିଲେ।

    ବାଣପୁର ଶିଶୁ ମନ୍ଦିର ଆମ ପରିବାରର ଏକ ଅଂଶବିଶେଷ ବୋଲି କହିବା ସହ ଏହାର ସମସ୍ତ ଅସୁବିଧାକୁ ଦୂର କରିବା ମୋର କର୍ତ୍ତବ୍ୟ ବୋଲି ଆଇନ ମନ୍ତ୍ରୀ ବିଦ୍ୟାଳୟର କର୍ମକର୍ତ୍ତାମାନଙ୍କୁ କହିଥିଲେ।

    ଅନୁରୂପ ଭାବେ ଉକ୍ତ ବିଦ୍ୟାଳରେ ଚଳିତ ଶିକ୍ଷାବର୍ଷରୁ ମନ୍ତ୍ରୀଙ୍କ ଉଦ୍ୟମ କ୍ରମେ ଯୁକ୍ତ ଦୁଇ ବିଜ୍ଞାନ ପ୍ରାରମ୍ଭ ହୋଇଥିବାରୁ ବିଦ୍ୟାଳୟର କର୍ମକର୍ତ୍ତାମାନେ ମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ।

    ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ବାଣପୁର ଯୁକ୍ତ ଦୁଇ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର
    Share. Facebook Twitter LinkedIn Email WhatsApp Copy Link
    Previous Articleରାଜ୍ୟସ୍ତରୀୟ ଦାସକାଠିଆ ସମାବେଶ ନିମନ୍ତେ ପ୍ରସ୍ତୁତି ବୈଠକ
    Next Article ଆଜି ଜୁନ ୧୭ରେ ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.