Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଆସନ୍ତା 20 ତାରିଖରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ, ଏକ ଘଣ୍ଟା ଧରି ଭାଷଣ ଦେବା ପାଇଁ ରହିଛି ସମୟ
    ଆଜିର ଖବର

    ଆସନ୍ତା 20 ତାରିଖରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ, ଏକ ଘଣ୍ଟା ଧରି ଭାଷଣ ଦେବା ପାଇଁ ରହିଛି ସମୟ

    June 17, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    modiroadshow
    ଆସନ୍ତା 20 ତାରିଖରେ ଭୁବନେଶ୍ବର ଆସିବେ ପ୍ରଧାନମନ୍ତ୍ରୀ, ଏକ ଘଣ୍ଟା ଧରି ଭାଷଣ ଦେବା ପାଇଁ ରହିଛି ସମୟ

    ଭୁବନେଶ୍ବର: ରାଜ୍ୟରେ ମୋହନ ସରକାରଙ୍କ ବର୍ଷ ପୂର୍ତ୍ତୀ ଉପଲକ୍ଷେ ଆୟୋଜିତ ସମାବେଶରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେଥିପାଇଁ ସେ ଆସନ୍ତା 20 ତାରିଖ ଦିନ ପ୍ରଧାନମନ୍ତ୍ରୀ ଭୁବନେଶ୍ବର ଆସୁଛନ୍ତି। ତାଙ୍କ ଗସ୍ତକୁ ଦେଖି ଉଭୟ ଭାରତୀୟ ଜନତା ପାର୍ଟି ଏବଂ ରାଜ୍ୟ ସରକାର ବେଶ ତତ୍ପର ହୋଇ ଉଠିଛନ୍ତି।

    ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ 20 ତାରିଖ ଦିନ ଏକ ସ୍ବତନ୍ତ୍ର ବିମାନରେ ଭୁବନେଶ୍ବର ଆସିବେ। ସେ ଭୁବନେଶ୍ବର ବିମାନ ବନ୍ଦରରେ ଅପରାହ୍ନ 3 ଟା 40 ମିନିଟରେ ପହଞ୍ଚିବେ। ସେଠାରୁ ସେ ପାଞ୍ଚମିନିଟ ମଧ୍ୟରେ ବାହାରକୁ ଆସିବେ। ସେଠାରୁ ସେ ଏକ ରୋଡ ସୋ’ରେ ସାମିଲ ହୋଇ ଜନତା ମଇଦାନ ପର୍ଯ୍ୟନ୍ତ ଯିବେ।

    ଏହି ରୋଡ ସୋ ବିମାନ ବନ୍ଦରରୁ ଏଜି ଛକ, ଅଶୋକ ନଗର ଏବଂ ଜୟଦେବ ବିହାର ଦେଇ ଜନତା ମଇଦାନ ପର୍ଯ୍ୟନ୍ତ ଯିବ। ସେଥିପାଇଁ ପ୍ରାୟ ତିରିଶ ମିନିଟ ସମୟ ରଖାଯାଇଛି। ଅର୍ଥାତ ପ୍ରଧାନମନ୍ତ୍ରୀ ଜନତା ମଇଦାନରେ ସେ 4 ଟା 15 ମିନିଟରେ ପହଞ୍ଚିବେ। ସେଠାରେ ସେ ଜନସାଧାରଣଙ୍କୁ 4 ଟା 30 ରେ ସମ୍ବୋଧନ ଦେବେ।

    ମୋଦି ପ୍ରାୟ ଏକ ଘଣ୍ଟା ଧରି ଭାଷଣ ଦେବାର କାର୍ଯ୍ୟକ୍ରମ ରହିଛି। ଅପରାହ୍ନ 5 ଟା 30ରେ ତାଙ୍କର ବାଷଣ ସରିବା ପରେ 5 ଟା 35 ରେ ଜନତା ମଇଦାନରୁ ବାହାରି ଭୁବନେଶ୍ବର ବିମାନ ବନ୍ଦରକୁ ଫେରିଯିବେ।

    modiroadshow ଓଡିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ
    Share. Facebook Twitter LinkedIn Email WhatsApp Copy Link
    Previous Articleସୃଷ୍ଟି ହେଲା ଦୁଇଟି ଲଘୁଚାପ କ୍ଷେତ୍ର, ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା
    Next Article ସ୍ତ୍ରୀକୁ ଆକ୍ରମଣ କରି ସ୍ୱାମୀର ଆତ୍ମହତ୍ୟା

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.