Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ‘ବିଶ୍ୱ ବୟସ୍କ ନିର୍ଯ୍ୟାତନା ସଚେତନତା ଦିବସ’ ପାଳିତ
    ଆଜିର ଖବର

    ଗଞ୍ଜାମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ‘ବିଶ୍ୱ ବୟସ୍କ ନିର୍ଯ୍ୟାତନା ସଚେତନତା ଦିବସ’ ପାଳିତ

    June 17, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଓ ଦୌରା ଜଜ୍ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷା ଡ଼ା ଭାଗ୍ୟଲକ୍ଷ୍ମୀ ରଥଙ୍କ ନିର୍ଦ୍ଦେଶ କ୍ରମେ ସଚିବ ଦେବଶ୍ରୀ ସାହୁଙ୍କ ପରିଚାଳନାରେ ବ୍ରହ୍ମପୁର ନିକଟ ରଙ୍ଗେଈଲୁଣ୍ଡା ବ୍ଲକ ଅନ୍ତର୍ଗତ ବଡ଼କୁଶସ୍ଥଳୀ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ‘ବିଶ୍ୱ ବୟସ୍କ ନିର୍ଯ୍ୟାତନା ସଚେତନତା ଦିବସ’ ପାଳିତ ହୋଇଯାଇଛି।

    ବରିଷ୍ଠ ନାଗରିକଙ୍କ ଆଇନଗତ ଆବଶ୍ୟକତା ପୂରଣ କରିବା ପାଇଁ ଆଇନଗତ ସହାୟତା ଶିବିର ସହିତ ଏହି’ ବିଶ୍ୱ ବୟସ୍କ ନିର୍ଯ୍ୟାତନା ସଚେତନତା ଦିବସ’ ପାଳନ ହୋଇଛି। ଜାତୀୟ ଆଇନ ସେବା ପ୍ରାଧିକରଣ ନିର୍ଦ୍ଦେଶ କ୍ରମେ ଚଳିତ ବର୍ଷ ଠାରୁ ଏହି ଦିବସ ଆରମ୍ଭ ହେବା ସହ ପ୍ରତ୍ୟେକ ବର୍ଷ ଜୁନ ୧୫ ତାରିଖରେ ରାଜ୍ୟ ତଥା ପ୍ରତି ଜିଲ୍ଲାରେ ଏହା ପାଳନ କରାଯିବ।

    ଏହି ଅବସରରେ ବରିଷ୍ଠ ବ୍ୟକ୍ତି ମାନଙ୍କ ସମସ୍ୟା ଏବଂ ସମାଧାନ ଦିଗରେ ଗୁରୁତ୍ୱ ଦେବା ସହ ଗ୍ରାମର କିଛି ବରିଷ୍ଠ ବ୍ୟକ୍ତି ମାନଙ୍କୁ ବାର୍ଦ୍ଧକ୍ୟ ଭତ୍ତା ବଣ୍ଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପିଏଲଏ-ପିୟୁଏସ ଅଧ୍ୟକ୍ଷା ସୁଭଦର୍ଶୀ ପଟ୍ଟନାୟକ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଦସ୍ୟ ଟି.କେ ରେଡ୍ଡୀ, ସଦସ୍ୟା ଡ଼ା ମିନାକ୍ଷୀ ଦେବୀ, ରଙ୍ଗେଈଲୁଣ୍ଡା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଲକ୍ଷ୍ମୀନରସିଂହ ପଟ୍ଟନାୟକ, ବଡ଼କୁଶସ୍ଥଳୀ ପିଇଓ ପ୍ରମୁଖ ଯୋଗଦେଇଥିଲେ।

    ଆଇନ ସେବା ପ୍ରାଧିକରଣ ଗଞ୍ଜାମ ଜିଲ୍ଲା
    Share. Facebook Twitter LinkedIn Email WhatsApp Copy Link
    Previous Articleଦେଶର ବୃହତ୍ତମ ଅଟୋମୋବାଇଲ ଗତିଶକ୍ତି ମଲଟି-ମୋଡାଲ କାର୍ଗୋ ଟର୍ମିନାଲ ଉଦଘାଟନ କଲେ କେନ୍ଦ୍ର ରେଳମନ୍ତ୍ରୀ
    Next Article ସମସ୍ତଙ୍କ ପାଇଁ ସୁଲଭ ସ୍ୱାସ୍ଥ୍ୟସେବା: ମୋଦୀ ସରକାରଙ୍କ ଗ୍ୟାରେଣ୍ଟି  

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.