Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ବୈଠକରେ ଶୋଇପଡିଲେ ଡିଜି, ବିଭିନ୍ନ ମହଲରେ ଚର୍ଚ୍ଚା
    ଆଜିର ଖବର

    ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ବୈଠକରେ ଶୋଇପଡିଲେ ଡିଜି, ବିଭିନ୍ନ ମହଲରେ ଚର୍ଚ୍ଚା

    June 22, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ସମୀକ୍ଷା ବୈଠକରେ ଶୋଇପଡିଲେ ଡିଜି, ବିଭିନ୍ନ ମହଲରେ ଚର୍ଚ୍ଚା

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ସମୀକ୍ଷା ବୈଠକରେ ଶୋଇପଡିଲେ ଡିଜି ପୋଲିସ ୱ୍ବାଇ ବି ଖୁରାନିଆ। ଯାହାକୁ ନେଇ ବିଭିନ୍ନ ମହଲରେ ଚାଲିଛି ଆଲୋଚନା। ଆଜି ପୁରୀ ଟାଉନ ହଲରେ ଚାଲିଥିଲା ରଥଯାତ୍ରା ସମୀକ୍ଷା ବୈଠକ। ଏହି ବୈଠକରେ ଯୋଗଦେଇଥିଲେ ଖୋଦ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ସହିତ ଉପମୁଖ୍ୟମନ୍ତ୍ରୀ, ଗଣ୍ଡାଗଣ୍ଡା ମନ୍ତ୍ରୀ ଏବଂ ମୁଖ୍ୟଶାସନ ସଚିବ। ସେହିପରି ଏକ ଗୁରୁତ୍ବପୂର୍ଣ୍ଣ ବୈଠକରେ ଡିଜି ଶୋଇପଡିବା ସମସ୍ତଙ୍କ ଆଶ୍ଚର୍ଯ୍ୟ କରିଦେଇଛି।

    ରଥଯାତ୍ରା ହେଉଛି ଏପରି ଏକ ଉତ୍ସବ ଯେଉଁଠାରେ ଲକ୍ଷଲକ୍ଷ ଭକ୍ତ ଏକାଠି ହୁଅନ୍ତି। ସେମାନଙ୍କର ସୁରକ୍ଷା ପୋଲିସ ବ୍ୟବସ୍ଥା ପ୍ରତି ଏକ ଚ୍ୟାଲେଞ୍ଜ। ଏପରି କ୍ଷେତ୍ରରେ ପୋଲିସ ମୁଖ୍ୟ ସେହି ବୈଠକରେ ଶୋଇପଡିବା ନେଇ ପ୍ରଶ୍ନ ଉଠିଛି। ଅନ୍ୟପଟେ ରାଜ୍ୟର ସମସ୍ତ ମୁଖିଆ ଥିବା ବେଳେ ଡିଜି କିପିରି ଶୋଇଲେ ସେ ନେଇ ଭକ୍ତ ଓ ସେବାୟତ ମହଲରେ ପ୍ରଶ୍ନ ଉଠିଛି।

    dgp Police DG rathyatra RathYatra2025 ରଥ ବୈଠକ ରଥଯାତ୍ରା ରଥଯାତ୍ରା2025 ଶୋଇପଡିଲେ ଡିଜି
    Share. Facebook Twitter LinkedIn Email WhatsApp Copy Link
    Previous Articleପୁରୀରେ ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ନେଇ ସ୍ବତନ୍ତ୍ର ସମୀକ୍ଷା ବୈଠକ, ଦେଲେ ଏହି ନିର୍ଦ୍ଦେଶ
    Next Article ଆମେରିକାର ଆକ୍ରମଣ ପରେ ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ….

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.