Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଅନ୍ତରାଷ୍ଟ୍ରୀୟ»ଏୟାର ଇଣ୍ଡିଆ ବିମାନରେ ବୋମା ଧମକ, ରିୟାଦରେ କଲା ଜରୁରୀକାଳିନ ଅବତରଣ
    ଅନ୍ତରାଷ୍ଟ୍ରୀୟ

    ଏୟାର ଇଣ୍ଡିଆ ବିମାନରେ ବୋମା ଧମକ, ରିୟାଦରେ କଲା ଜରୁରୀକାଳିନ ଅବତରଣ

    June 22, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    AirIndia

    ନୂଆଦିଲ୍ଲୀ: ଗତକାଲି ରାତିରେ ୟୁକେର ବର୍ମିଂହାମରୁ ଦିଲ୍ଲୀ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନରେ ବୋମା ଧମକ ମିଳିବା ପରେ ଏହାକୁ ରିୟାଦରେ ଜରୁରୀ କାଳିନ ଅବତରଣ କରିଥିଲା। ଏ ସଂପର୍କରେ ଆଜି ବିମାନ କମ୍ପାନୀ ତରଫରୁ ସୂଚନା ଦିଆଯାଇଛି।

    କୁହାଯାଇଛି ଯେ, ଏୟାର ଇଣ୍ଡିଆ ବିମାନ AI 114 ରିୟାଦରେ ସୁରକ୍ଷିତ ଭାବରେ ଜରୁରୀ କାଳିନ ଅବତରଣ କରିଥିଲା। ଏହାପରେ ସେଠାରେ ସୁରକ୍ଷା ଯାଞ୍ଚ କରାଯାଇଥିଲା। ବିମାନଟି ରାତି 8.26 ରେ ବର୍ମିଂହାମରୁ ଉଡ଼ାଣ ଭରିବା ପରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିଲା। 

    ଜୁନ୍ 12 ତାରିଖରେ ଅହମ୍ମଦାବାଦରେ ଏକ ଦୁଃଖଦ ଦୁର୍ଘଟଣା ପରେ ଟାଟା ଗ୍ରୁପ୍ ମାଲିକାନାରେ ଥିବା ଏୟାରଲାଇନ୍ସ ସମ୍ପ୍ରତି ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରିବା ପାଇଁ ପଦକ୍ଷେପ ନେଇଛି। ଏହାର ପ୍ରତିକ୍ରିୟା ସ୍ୱରୂପ, ଏୟାର ଇଣ୍ଡିଆ ଅଧିକ କଠୋର ପୂର୍ବ-ଉଡ଼ାଣ ସୁରକ୍ଷା ଯାଞ୍ଚ ଆରମ୍ଭ କରିଛି ଏବଂ ସୁଗମ କାର୍ଯ୍ୟ ସୁନିଶ୍ଚିତ କରିବା ପାଇଁ ଅସ୍ଥାୟୀ ଭାବରେ ଉଡ଼ାଣ ସଂଖ୍ୟା ହ୍ରାସ କରିଛି।

    ବିମାନ କମ୍ପାନୀ ଏହା ମଧ୍ୟ ବ୍ୟାଖ୍ୟା କରିଛି ଯେ ପଶ୍ଚିମ ଏସିଆରେ ଏୟାରସ୍ପେସ୍ କଟକଣା, ୟୁରୋପ ଏବଂ ପୂର୍ବ ଏସିଆରେ ବିମାନବନ୍ଦରରେ ରାତି କର୍ଫ୍ୟୁ ଏବଂ ସାଧାରଣ ବିମାନ ଯାତାୟାତ ଭିଡ଼ ଭଳି କାରଣଗୁଡ଼ିକ ଯୋଗୁଁ ବିମାନଗୁଡିକ ବିଳମ୍ବ ଏବଂ ବାତିଲ କରିବାକୁ ପଡୁଛି।

    airindia ଏୟାର ଉଣ୍ଡିଆ ବିମାନ ଦୁର୍ଘଟଣା
    Share. Facebook Twitter LinkedIn Email WhatsApp Copy Link
    Previous Articleମୁଖ୍ୟମନ୍ତ୍ରୀ ମୋହନ ମାଝୀ ସପତ୍ନୀକ ବ୍ରହ୍ମଗିରିରର ଅଲରାନାଥଙ୍କୁ କଲେ ଦର୍ଶନ
    Next Article ଭୁବନେଶ୍ବରସ୍ଥିତ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.