Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଦଶମୂଳ ଚିକିତ୍ସା ପରେ ସୁସ୍ଥ ହେଲେ ମହାପ୍ରଭୃ, ଗଜପତିଙ୍କୁ ଦିଆଗଲା ଖବର
    ଆଜିର ଖବର

    ଦଶମୂଳ ଚିକିତ୍ସା ପରେ ସୁସ୍ଥ ହେଲେ ମହାପ୍ରଭୃ, ଗଜପତିଙ୍କୁ ଦିଆଗଲା ଖବର

    June 22, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ପୁରୀ: ଆଜି ତିନିଠାକରୁ ସୁସ୍ଥ୍ୟ ହୋଇଛନ୍ତି। ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନ କରିବା ପରେ ତିନିଠାକୁର ଜ୍ବରରେ ପିଡିତ ହୋଇପଡିଥିଲେ। ହେଲେ ତାଙ୍କୁ ଦଶମୂଳ ଚିକିତ୍ସା କରିବା ପରେ ଆଜି ସୁସ୍ଥ ହୋଇଛନ୍ତି। ଫଳରେ ଏହି ଖୁସି ଖବର ସେବାୟତମାନେ ଗଜପତି ମହାରାଜାଙ୍କୁ ପ୍ରଦାନ କରିଛନ୍ତି। ଏଥିସହିତ ମହାପ୍ରଭୃଙ୍କ ଶ୍ରୀଅଙ୍ଗ ଲାଗିଛଡା ସାମଗ୍ରୀ ପ୍ରଦାନ କରିଛନ୍ତି।

    ସାଧାରଣତଃ ଜୈଷ୍ଠ ପୂର୍ଣ୍ଣିମାରେ ତିନିଠାକୁରଙ୍କ ସ୍ନାନ ନିତି ହୋଇଥାଏ। ଏହାପରେ ଠାକୁର ଜ୍ବରରେ ଅଣସର ଘରେ ପଡିରହିବେ। ପରେ ତାଙ୍କୁ ଆର୍ୟୁବେଦିକ ଔଷଧ ଦେବା ପରେ ସେ ଦ୍ବଦଶୀରେ ସୁସ୍ଥ ହୋଇଥାଆନ୍ତି। ସେଥିପାଇଁ ଆଜିର ଦିନକୁ ଅଣସର ଦ୍ବାଦଶୀ ବୋଲି କୁହାଯାଇଥାଏ।

    rathyatra RathYatra 2025 ଅଣସର ଗଜପତି ସୁସ୍ଥ ହେଲେ ଠାକୁର
    Share. Facebook Twitter LinkedIn Email WhatsApp Copy Link
    Previous Articleଭୁବନେଶ୍ବରସ୍ଥିତ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ
    Next Article ଗୋଦାବରୀଶ ମହାବିଦ୍ୟାଳୟ ୨୦୦୪ ବ୍ୟାଚ୍‌ର ବନ୍ଧୁମିଳନ: ଗୁରୁଙ୍କ ଯୋଗଦାନରେ ଭାବବିହ୍ଵଳ ହେଲେ ଛାତ୍ରଛାତ୍ରୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.