Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଅହମ୍ମଦାବାଦ: ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ବେଳେ ନିୟନ୍ତ୍ରଣ ହରାଇଲେ ୩ ହାତୀ, ଦଳାଚକଟାରେ ୪ ଆହତ
    ଆଜିର ଖବର

    ଅହମ୍ମଦାବାଦ: ମହାପ୍ରଭୁ ଜଗନ୍ନାଥଙ୍କ ରଥଯାତ୍ରା ବେଳେ ନିୟନ୍ତ୍ରଣ ହରାଇଲେ ୩ ହାତୀ, ଦଳାଚକଟାରେ ୪ ଆହତ

    June 27, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ଅହମ୍ମଦାବାଦ: ଅହମ୍ମଦାବାଦରେ ୧୪୮ ତମ ଜଗନ୍ନାଥ ରଥଯାତ୍ରା ଚାଲିଛି। ଏହି ସମୟରେ ଏକ ହାତୀ ନିୟନ୍ତ୍ରଣ ହରାଇଛି। ଡିଜେର ଜୋରଦାର ଶବ୍ଦରେ ଅନିୟନ୍ତ୍ରିତ ହାତୀଟି ଏଠାକୁ ସେଠାକୁ ଦୌଡ଼ିବାକୁ ଲାଗିଛି ଏବଂ ଆଖପାଖ ଲୋକଙ୍କ ମଧ୍ୟରେ ବିଶୃଙ୍ଖଳା ସୃଷ୍ଟି ହୋଇଛି। ତଥାପି ଶେଷରେ ମାହୁତମାନେ ହାତୀଟିକୁ ନିୟନ୍ତ୍ରଣକୁ ନିଏଛନ୍ତି।

    ପବିତ୍ର ରଥ ଯାତ୍ରାରେ ହଜାର ହଜାର ଭକ୍ତ ଏକାଠି ହୋଇଛନ୍ତି। ଏହି ସମୟରେ ତିନୋଟି ହାତୀ ନିୟନ୍ତ୍ରଣ ହରାଇବାରୁ ଭିଡ଼ରେ ଉପସ୍ଥିତ ଲୋକମାନେ ମଧ୍ୟ ଏଠାକୁ ସେଠାକୁ ଦୌଡ଼ିବାକୁ ଲାଗିଥିଲେ। ଯାହାଫଳରେ ଦଳାଚକଟାରେ ୩/୪ ଜଣ ଶ୍ରଦ୍ଧାଳୁ ଆହତ ହୋଇଥିବା ଜଣାପଡିଛି।

    ୧୫ ମିନିଟ୍ ବିରତି ପରେ ହାତୀମାଙ୍କୁ ରାସ୍ତାରୁ ମୁଖ୍ୟ ରାସ୍ତାକୁ ଅଣାଯାଇଥିଲା ଏବଂ ସେମାନଙ୍କୁ ନିୟନ୍ତ୍ରଣ କରିବା ପରେ ରଥଯାତ୍ରା ପୁନରାରମ୍ଭ କରାଯାଇଥିଲା।

    Ahmedabad News Gujarat News Jagannath Yatra
    Share. Facebook Twitter LinkedIn Email WhatsApp Copy Link
    Previous Articleକେଉଁ ଧର୍ମକୁ ଲୋକମାନେ ଦ୍ରୁତ ଗତିରେ ଛାଡି ଯାଉଛନ୍ତି?: ହିନ୍ଦୁ ଧର୍ମ ଏବଂ ଇସଲାମର ସ୍ଥିତି କ’ଣ, ଜାଣନ୍ତୁ
    Next Article ଏବେ ୧୮ ଦିନ ପୂର୍ବରୁ ଜଣାପଡିବ ମୌସୁମୀର ସ୍ଥିତି, ଏକ ନୂତନ AI ମଡେଲ ପ୍ରସ୍ତୁତ କଲା IIT ଦିଲ୍ଲୀ 

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.