Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଓଡିଶାର ଏକ ଜଗନ୍ନାଥ ମନ୍ଦିରରେ ବହୁ ଭକ୍ତଙ୍କ ମେଳରେ ଛେରା ପହଁରା କଲେ ନବୀନ
    ଆଜିର ଖବର

    ଓଡିଶାର ଏକ ଜଗନ୍ନାଥ ମନ୍ଦିରରେ ବହୁ ଭକ୍ତଙ୍କ ମେଳରେ ଛେରା ପହଁରା କଲେ ନବୀନ

    June 28, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    ଓଡିଶାର ଏକ ଜଗନ୍ନାଥ ମନ୍ଦିରରେ ବହୁ ଭକ୍ତଙ୍କ ମେଳରେ ଛେରା ପହଁରା କଲେ ନବୀନ

    ଭୁବନେଶ୍ବର: ଗତକାଲି ଥିଲା ପବିତ୍ର ରଥଯାତ୍ରା। ଏହି ପବିତ୍ର ଦିନରେ ପୁରୀରେ ତିନିଠାକୁରଙ୍କ ରଥଯାତ୍ରା ଅନୁଷ୍ଠିତ ହୋଇଛି। ସେହିପରି ବିଶ୍ବର ବିଭିନ୍ନ କୋଣ ଅନୁକୋଣରେ ମଧ୍ୟ ଗତକାଲି ରଥଯାତ୍ରା ଆୟୋଜିତ ହୋଇଛି। ତେବେ ଓଡିଶାର ଏପରି ଏକ ସ୍ଥାନ ଅଛି ଯେଉଁଠାରେ ରଥଯାତ୍ରାରେ ତିନି ରଥରେ ଛେରା ପହଁରା କରିଛନ୍ତି ନବୀନ।

    ସେହି ସ୍ଥାନଟି ହେଉଛି ଅନୁଗୁଳରେ ଥିବା ଜିନ୍ଦଲ ଷ୍ଟିଲ ଓ ପାୱାର ପ୍ଲାଣ୍ଟ ପରିସରରେ ଥିବା ଜଗନ୍ନାଥ ମନ୍ଦିର। ସେଠାରେ ପ୍ରତିବର୍ଷ ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ସେହି ତିନି ରଥରେ ଛେରାପହଁରା କରିଥାନ୍ତି କଂପାନୀ ଅଧ୍ୟକ୍ଷ ନବୀନ ଜିନ୍ଦଲ। ଚଳିତ ବର୍ଷ ମଧ୍ୟ ନବୀନ ପୁରା ପରିବାର ସହିତ ଅନୁଗୁଳ ଆସି ଏହି ରଥଯାତ୍ରାରେ ସାମିଲ ହୋଇଥିଲେ। ତାଙ୍କ ସହିତ ତାଙ୍କ ଧର୍ମପତ୍ନୀ ସାଲୁ ଜିନ୍ଦଲ ଏବଂ ତାଙ୍କ ମାଆ ସାବିତ୍ରୀ ଜିନ୍ଦଲ ମଧ୍ୟ ଉପସ୍ଥିତ ଥିଲେ।

    Anugul Rath Yatra jindal Jindal Rath Yatra Navin Jindal ଅନୁଗୁଳ ରଥଯାତ୍ରା ନବୀନ ଜିନ୍ଦଲ
    Share. Facebook Twitter LinkedIn Email WhatsApp Copy Link
    Previous Articleବଡ ଠାକୁରଙ୍କ ରଥ କାହିଁକି ମୋଡ ନେଲା, ବିଭିନ୍ନ ମହଲରେ ଚାଲିଲା ଆଲୋଚନା
    Next Article ଶ୍ରୀମନ୍ଦିର ଢାଞ୍ଚାରେ ନିର୍ମିତ ତାମିଲନାଡୁର ଏହି ଶ୍ରୀଜଗନ୍ନାଥ ମନ୍ଦିର ଭକ୍ତଙ୍କୁ କରେ ଆକର୍ଷିତ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.