Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଶେଷରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ତିନି ରଥ, ହରିବୋଲ ହୁଳହୁଳିରେ ଆଜି ପୁଣି ହେଲା ରଥଟଣା
    ଆଜିର ଖବର

    ଶେଷରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ତିନି ରଥ, ହରିବୋଲ ହୁଳହୁଳିରେ ଆଜି ପୁଣି ହେଲା ରଥଟଣା

    June 28, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    RathOnGundichaMandir
    ଶେଷରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଲା ତିନି ରଥ, ହରିବୋଲ ହୁଳହୁଳିରେ ଆଜି ପୁଣି ହେଲା ରଥଟଣା

    ପୁରୀ: ଶେଷରେ ଗୁଣ୍ଡିଚା ମନ୍ଦିରରେ ପହଞ୍ଚିଛି ତାନି ରଥ। ଆଜି ରଥଯାତ୍ରାର ଦ୍ବିତୀୟ ଦିନରେ ଭକ୍ତମାନେ ବେଶ ଆନନ୍ଦର ସହ ତିନିରଥ ଟାଣିଥିଲେ। ହରିବୋଲ ହୁଳହୁଳିରେ ପ୍ରକମ୍ପିତ ହୋଇଯାଇଥିଲା ବଡଦାଣ୍ଡ। ଆଜି ଦିନ ୧୧ଟା ଦିନ ୧୧ଟା ୧୭ ରେ ପହଞ୍ଚିଲା ତାଳଧ୍ୱଜ ରଥ । ୧୨ଟା ୧୬ରେ ପହଞ୍ଚିଲା ଦର୍ପଦଳନ ରଥ । ୧ଟା ୮ମିନିଟ୍‌ରେ ପହଞ୍ଚିଲା କାଳିଆର ନନ୍ଦିଘୋଷ ରଥ।

    ଗତକାଲି ରଥ ଟଣାରେ ବିଳମ୍ବ ଯୋଗୁଁ ତିନି ରଥ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚିପାରି ନ ଥିଲା। ସଂଧ୍ୟା ହୋଇଯିବାରୁ ଆଉ ରଥଟଣା ହୋଇ ନ ଥିଲା। ହେଲେ ଆଜି ସକାଳୁ ରଥରେ ଠାକୁରଙ୍କ ଆଳତି ଏବଂ ରୀତିନୀତି ସରିବା ପରେ ରଥଟଣା ଆରମ୍ଭ ହୋଇଥିଲା। ପୂର୍ବରୁ ବେଶ ଭକ୍ତିପୂତ ଚିତରେ ମହାପ୍ରଭୃଙ୍କ ରଥକୁ ଭକ୍ତମାନେ ଟାଣିଥିଲେ।

    Puri Rath Yatra 2025 Rath Yatra Rath Yatra 2025 Rath Yatra 2nd Day RathOnGundichaMandir ପୁରୀ ରଥଯାତ୍ରା ରଥଯାତ୍ରା ରଥଯାତ୍ରା ଦ୍ବିତୀୟ ଦିନ
    Share. Facebook Twitter LinkedIn Email WhatsApp Copy Link
    Previous Articleବରଗଡ଼ରେ ଆୟୋଜିତ “ଗରିବ କଲ୍ୟାଣ ଓ ବିକାଶ ସମାବେଶ”ରେ କେନ୍ଦ୍ରମନ୍ତ୍ରୀ
    Next Article ହେ ପ୍ରଭୃ ଜଗନ୍ନାଥ, ସମସ୍ତଙ୍କୁ କ୍ଷମା କରିଦିଅ……ଏମିତି କାହିଁକି କହିଲେ ନବୀନ ପଟ୍ଟନାୟକ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.