Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଆଦାନୀଙ୍କ ପାଇଁ ରଥ ଟଣା ବନ୍ଦ ହୋଇଥିବା ଚର୍ଚ୍ଚାକୁ ନେଇ ତାତିଲା ଛାତ୍ର କଂଗ୍ରେସ
    ଆଜିର ଖବର

    ଆଦାନୀଙ୍କ ପାଇଁ ରଥ ଟଣା ବନ୍ଦ ହୋଇଥିବା ଚର୍ଚ୍ଚାକୁ ନେଇ ତାତିଲା ଛାତ୍ର କଂଗ୍ରେସ

    June 28, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link
    CongOnAdani
    ଆଦାନୀଙ୍କ ପାଇଁ ରଥ ଟଣା ବନ୍ଦ ହୋଇଥିବା ଚର୍ଚ୍ଚାକୁ ନେଇ ତାତିଲା ଛାତ୍ର କଂଗ୍ରେସ

    ଭୁବନେଶ୍ବର : ଗତକାଲି ଜଗନ୍ନାଥ ଧାମ ପୁରୀ ଠାରେ ବିଶ୍ବ ପ୍ରସିଦ୍ଧ ପବିତ୍ର ରଥଯାତ୍ରାରେ ପ୍ରଶାସନ ତରଫରୁ ଅବ୍ୟବସ୍ଥା ଏବଂ ଶିଳ୍ପପତି ଗୌତମ ଆଦାନୀଙ୍କ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ରଥ ନନ୍ଦିଘୋଷ ରଥକୁ ଜାଣିଶୁଣି ପ୍ରଶାସନ ଦ୍ବାରା ଅଟକି ରଖାଯିବା ଘଟଣା ଅତ୍ୟନ୍ତ ଦୁଃଖ ଓ ନିନ୍ଦନୀୟ ଘଟଣା। ଇତିହାସରେ ପ୍ରଥମ ଥର ପାଇଁ ଏଭଳି ଘଟଣା ଘଟିଛି । ୫୩ ବର୍ଷ ପରେ ସଂଯୋଗ ଜୁଟିଥିଲା ।

    ଯେଉଁ ଦିନ ନବ ଯୌବନ ଦର୍ଶନ, ନେତ୍ର ଉତ୍ସବ, ଶ୍ରୀ ଗୁଣ୍ଡିଚା ଯାତ୍ରା ଏକା ସମୟରେ ପଢ଼ିଥିଲା । ପ୍ରଶାସନ ପକ୍ଷରୁ ସବୁ ସ୍ଵାଭାବିକ ହେବ ବୋଲି କୁହାଯାଇଥିଲା। ତେଣୁ ସମସ୍ତେ ଆଶ୍ଵସ୍ତ ଥିଲେ । ହେଲେ ଗତକାଲି ବିଜେପି ସରକାର ଇଞ୍ଜିତରେ ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଯେପରି ନନ୍ଦିଘୋଷ ରଥକୁ ଅଟକାଇ ରଖୁଲେ ତାହା ସମସ୍ତ ଜଗନ୍ନାଥ ପ୍ରେମୀ ତଥା ବିଶ୍ୱବାସୀଙ୍କୁ ମର୍ମାହିତ କରିଛି। ବିଜେପି ସରକାର ନେତା, ମନ୍ତ୍ରୀ, ବିଧାୟକ ଓ ସାଂସଦ ମାନେ ଯେପରି ପାଦରେ ଚପଲ ପିନ୍ଧି ରଥ ଦଉଡି ଟାଣିବା ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ଓଡ଼ିଆ ଅସ୍ମିତାକୁ ପଦାରେ ପକାଇଛି।

    ଗତକାଲି ଯେଉଁ ପୁଲିସ ଅଧିକାରୀମାନେ ସୁରକ୍ଷା ଦାୟିତ୍ୱରେ ଥିଲେ ସେମାନେ ବିଜେପିର ଯୁବମୋର୍ଚ୍ଚା ଓ ଏବିଭିପିର କାର୍ଯ୍ୟକର୍ତ୍ତାମାନଙ୍କ ନିର୍ଦ୍ଦେଶରେ କାମ କରୁଥିଲେ । ଏ ସବୁ ଘଟଣାକୁ ନେଇ ଆଜି ରାଜ୍ୟ ଛାତ୍ର କଂଗ୍ରେସ ତରଫରୁ ଛାତ୍ର କଂଗ୍ରେସ ସଭାପତି ଶ୍ରୀ ଉଦିତ ନାରାୟଣ ପ୍ରଧାନଙ୍କ ନେତୃତ୍ୱରେ ଗୌତମ ଆଦାନୀଙ୍କ କୁଶ ପୁତ୍ତଳିକା ଦାହ କରାଯିବା ସହିତ ମୁଖ୍ୟମନ୍ତ୍ରୀ ମୋହ‌ନ ମାଝୀ ତୁରନ୍ତ ମହାପ୍ରଭୁ ଜଗନ୍ନାଥ ତଥା ଜଗନ୍ନାଥ ପ୍ରେମୀଙ୍କ ପାଖରେ କ୍ଷମା ପ୍ରାର୍ଥନା କରିବା ସହିତ ଏପରି ସମ୍ବେଦନଶୀଳ ଘଟଣାରେ ତୁରନ୍ତ ତଦନ୍ତ କରାଯାଇ ଦୋଷିକୁ ଦଣ୍ଡଦିଆଯାଉ ବୋଲି ଛାତ୍ର କଂଗ୍ରେସ ସଭାପତି ଶ୍ରୀ ପ୍ରଧାନ ଦାବି କରିଛନ୍ତି ।

    ଆଜିର ଏହି କାର୍ଯ୍ୟକ୍ରମରେ ଆଶିଷ କୁମାର ମାହୁନ୍ତ, ସୁନିଲ ସାହୁ, ତାପସ ଦେ, ସରୋଜ ବାରିକ, ସୌମ୍ୟରଞ୍ଜନ ବରାଳ, ସାଗର ପଟ୍ଟନାୟକ ଓ ସ୍ପନ୍ଦନ ସ୍ବାଇଁ ପ୍ରମୁଖ ଉପସ୍ଥିତ ଥିଲେ ।

    CongOnAdani goutamadani ଆଦାନୀ ବିରୋଧରେ କଂଗ୍ରେସର ବିକ୍ଷୋଭ ଗୌତମ ଆଦାନୀ ଛାତ୍ର କଂଗ୍ରେସ
    Share. Facebook Twitter LinkedIn Email WhatsApp Copy Link
    Previous Articleପୁରୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ଗୌତମ ଆଦାନୀ, କଲେ ଆଲୋଚନା
    Next Article ବିସ୍ତୃତ ରାଶିଫଳ: ଜୁନ ୨୯ ତାରିଖ ରବିବାରରେ ପାଞ୍ଚୋଟି ରାଶିର ଲୋକେ ହେବେ ହନ୍ତସନ୍ତ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.