Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଶରଧାବାଲିରେ ଠେଲାପେଲା ଘଟଣାର ତଦନ୍ତ ହେବ, ମୁଖ୍ୟମନ୍ତ୍ରୀ କହିଲେ ଏପରି କଥା
    ଆଜିର ଖବର

    ଶରଧାବାଲିରେ ଠେଲାପେଲା ଘଟଣାର ତଦନ୍ତ ହେବ, ମୁଖ୍ୟମନ୍ତ୍ରୀ କହିଲେ ଏପରି କଥା

    June 29, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    ଶରଧାବାଲିରେ ଠେଲାପେଲା ଘଟଣାର ତଦନ୍ତ ହେବ, ମୁଖ୍ୟମନ୍ତ୍ରୀ କହିଲେ ଏପରି କଥା

    ଭୁବନେଶ୍ବର: ଶରଧାବାଲିରେ ଘଟିଯାଇଥିବା ଠେଲାପେଲା ଘଟଣାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।  ସେ ନିଜ ସାମାଜିକ ଗଣମାଧ୍ୟମରେ କହିଛନ୍ତି ଯେ, ଶରଧାବାଲିରେ ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଜନିତ ଠେଲାପେଲା କାରଣରୁ ଘଟିଥିବା ଅଘଟଣ ପାଇଁ ବ୍ୟକ୍ତିଗତ ଭାବେ ମୁଁ ଏବଂ ମୋ ସରକାର ସମସ୍ତ ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ।

    ସେ କହିଛନ୍ତି ଯେ, ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଏହି ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ ଏବଂ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛି।

    Rath Yatra ଠେଲାପେଲା ନେଇ ତଦନ୍ତ ପୁରୀରେ ଠେଲାପେଲା ରଥଯାତ୍ରା ରଥଯାତ୍ରା ବିଭ୍ରାଟ ଶରଧାବାଲିରେ ଦଳଚକଟା
    Share. Facebook Twitter LinkedIn Email WhatsApp Copy Link
    Previous Articleପୁରୀ ଶରଧାବାଲିରେ ଦଳଚକଟା ଏବଂ ୩ ଭକ୍ତଙ୍କ ମୃତ୍ୟୁକୁ ନେଇ ତୀବ୍ର ନିନ୍ଦା କଲେ ନବୀନ
    Next Article ପୁରୀରେ ଦଳାଚକଟା ଘଟଣା, ବଳି ପଡିବେ କି ବଡ ଅଫିସର, ସଙ୍କେତ ଦେଲେ ଆଇନ ମନ୍ତ୍ରୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.