Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ପୁରୀରେ ଦଳାଚକଟା ଘଟଣା, ବଳି ପଡିବେ କି ବଡ ଅଫିସର, ସଙ୍କେତ ଦେଲେ ଆଇନ ମନ୍ତ୍ରୀ
    ଆଜିର ଖବର

    ପୁରୀରେ ଦଳାଚକଟା ଘଟଣା, ବଳି ପଡିବେ କି ବଡ ଅଫିସର, ସଙ୍କେତ ଦେଲେ ଆଇନ ମନ୍ତ୍ରୀ

    June 29, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    Harichandan
    ପୁରୀରେ ଦଳାଚକଟା ଘଟଣା, ବଳି ପଡିବେ କି ବଡ ଅଫିସର, ସଙ୍କେତ ଦେଲେ ଆଇନ ମନ୍ତ୍ରୀ

    ପୁରୀ: ଖୁବ ଶିଘ୍ର ବଳିପଡିବେ ବଡ ଅଫିସର। ପୁରୀରେ ହୋଇଥିବା ଦଳଚକଟା ଘଟଣାରେ ପ୍ରଶାସନର ଅବହେଳା ନେଇ ସରକାର ଏହି ପଦକ୍ଷେପ ଗ୍ରହଣ କରୁଛନ୍ତି। ଖୁବ ଶିଘ୍ର ମୁଖ୍ୟମନ୍ତ୍ରୀ ଘୋଷଣା କରିବେ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ଆଜି ପୁରୀ ଘଟଣା ନେଇ ଦୁଃଖ ପ୍ରକାଶ କରିଛନ୍ତି ମନ୍ତ୍ରୀ। ସେ କହିଛନ୍ତି ଯାହା ବି ଘଟଣା ଘଟିଛି ତାହା ପ୍ରଶାସନର ଅବହେଳା। ଏ ନେଇ ମୁଖ୍ୟମନ୍ତ୍ରୀ ତଦନ୍ତ ଘୋଷଣା ମଧ୍ୟ କରିଛନ୍ତି।

    ତେବେ ସେ ବାରମ୍ବାର ଗୋଟିଏ କଥା କହିଥିଲେ ଯେ, ଏହି ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତି କରିସାରିଛନ୍ତି। ଖୁବ ଶିଘ୍ର ଘୋଷଣା କରିବେ। ଫଳରେ ଏହା ନିଶ୍ଚିତ ଯେ, କେହି ଜଣେ ବଳି ପଡିବେ।

    ତେବେ ଆଇନ ମନ୍ତ୍ରୀଙ୍କ କହିବା କଥା ଯେ, ଗତକାଲି ରାତିରୁ ଭକ୍ତମାନେ ଶରଧାବାଲିରେ ଶୋଇଥିଲେ। ତେବେ ପହଡ ଖୋଲିବା ପରେ ପଛରେ ଥିବା ଭକ୍ତମାନେ ମାଡି ଆସିବାରୁ ଯେଉଁମାନେ ଶୋଇଥିଲେ ସେମାନେ ଉଠିପାରି ନ ଥିଲେ। ଫଳରେ ଏପରି ଦୁର୍ଘଟଣା ଘଟି ତିନି ଜଣଙ୍କର ମୃତ୍ୟୁ ହୋଇଥିବାର ସେ ସ୍ବୀକାର କରିଥିଲେ। ତେବେ ଯେଉଁମାନେ ଆହତ ହୋଇଛନ୍ତି ସେମାନେ ବିପଦ ମୁକ୍ତ ହୋଇଛନ୍ତି ବୋଲି ସେ କହିଛନ୍ତି।

    Harichandan Rath Yatra ପୁରୀ ଦଳୀଚକଟା ପୃଥୀରାଜ ହରିଚନ୍ଦନ ରଥଯାତ୍ରା ରଥଯାତ୍ରା 2025 ଶରଧାବାଲି
    Share. Facebook Twitter LinkedIn Email WhatsApp Copy Link
    Previous Articleଶରଧାବାଲିରେ ଠେଲାପେଲା ଘଟଣାର ତଦନ୍ତ ହେବ, ମୁଖ୍ୟମନ୍ତ୍ରୀ କହିଲେ ଏପରି କଥା
    Next Article ଟି-୨୦ ବିଶ୍ୱକପର ଗୋଟିଏ ବର୍ଷ ପୂରଣ ହେବା ଉପରେ ଭାବପ୍ରବଣ ଭିଡିଓ ସେୟାର କଲେ ରୋହିତ ଶର୍ମା

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.