Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଞ୍ଚଳିକ»ବାଣପୁର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ଆଇନ ସଚେତନତା କାର୍ଯ୍ୟକ୍ରମ
    ଆଞ୍ଚଳିକ

    ବାଣପୁର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରରେ ଆଇନ ସଚେତନତା କାର୍ଯ୍ୟକ୍ରମ

    June 30, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବାଣପୁର: ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପରିସରରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶିଶୁଙ୍କୁ ଯୌନ ଅପରାଧରୁ ସୁରକ୍ଷା ଅଧିନିୟମ (ପୋକସୋ ଆଇନ),କିଶୋର ନ୍ୟାୟ ଯତ୍ନ ଓ ସୁରକ୍ଷା ଅଧିନିୟମ,ପୀଡ଼ିତା କ୍ଷତିପୂରଣ ଆଇନ ଏବଂ ମୌଳିକ କର୍ତ୍ତବ୍ୟ ବିଷୟଗୁଡିକ ଉପରେ ଆୟୋଜିତ ଆଇନ ସଚେତନତା କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିଥିଲେ ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର।

    ଅନ୍ୟମାନଙ୍କ ମଧ୍ୟରେ ବାଣପୁର ଓକିଲ ସଂଘ ସମ୍ପାଦକ ଜଗଦୀଶ ପଟ୍ଟନାୟକ, ଫ୍ରଣ୍ଟ ଅଫିସ ରିଟେନର ଦେବୀପ୍ରସାଦ ସାମନ୍ତରାୟ, ବିଦ୍ୟାଳୟ ଅଧ୍ୟକ୍ଷ ସଞ୍ଜୟ କୁମାର ଦାସ ଏବଂ ଅନ୍ୟ ଓକିଲମାନେ ଯୋଗ ଦେଇଥିଲେ।

    ଏହି ଅବସରରେ ବିଚାରପତି ଶ୍ରୀ ମହାପାତ୍ର ଶିଶୁ ମାନଙ୍କ ଉପରେ ହେଉଥିବା ବିଭିନ୍ନ ଅପରାଧ ଏବଂ ଦଣ୍ଡବିଧାନ ବିଷୟରେ ବିସ୍ତୃତ ବିବରଣୀ ଦେଇଥିଲେ। ଶିଶୁମାନଙ୍କ ବିରୁଦ୍ଧରେ ହେଉଥିବା ଯୌନ ନିର୍ଯ୍ୟାତନା, ହିଂସା ଏବଂ ଯୌନ ଉଦ୍ଦୀପକ (ପର୍ଣ୍ଣଗ୍ରାଫି) ପ୍ରକାଶନ, ବିତରଣ ଏବଂ ତାହାକୁ ନିଜ ପାଖରେ ରଖିବା ଅପରାଧ ବୋଲି ବିବେଚିତ କରିଥିଲେ। ଶିଶୁଙ୍କ ବିରୁଦ୍ଧରେ ହେଉଥିବା ହିଂସାକୁ ଲୁଚାଇରଖିବା ଏବଂ ଶିଶୁଙ୍କର ପରିଚୟ ପ୍ରକାଶ କରିବା ମଧ୍ୟ ଉକ୍ତ ଆଇନ ଅନୁଯାୟୀ ଏକ ଦଣ୍ଡନୀୟ ଅପରାଧ। ତତସହିତ ପୀଡ଼ିତାଙ୍କ ନିମନ୍ତେ ଉକ୍ତ ଆଇନ ଅନ୍ତର୍ଗତ କ୍ଷତିପୂରଣ ଏବଂ ମୌଳିକ କର୍ତ୍ତବ୍ୟ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ ବିଚାରପତି ଶ୍ରୀ ମହାପାତ୍ର।

    ଆଇନ ସଚେତନତା କାର୍ଯ୍ୟକ୍ରମ ବାଣପୁର ଯୌନ ଅପରାଧ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର
    Share. Facebook Twitter LinkedIn Email WhatsApp Copy Link
    Previous Articleବିଜେପି ବିଧାୟକଙ୍କୁ ଷ୍ଟାଣ୍ଡିୟମ ଭିତରକୁ ଛାଡିଲେନି ମହିଳା ପୋଲିସ ଅଫିସର, ଭିଡିଓ ହେଲା ଭାଇରାଲ
    Next Article ବାଲୁଗାଁ: ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

    Related Posts

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    ବଣାଇଗଡ଼ରେ ଚିତ୍ର ଶିଳ୍ପୀ ସୁଧୀର କୁମାର ସ୍ୱାଇଁ ସମ୍ମାନିତ

    ବାଣପୁର: କୃଷକ ସାଥି ନୀଳାଦ୍ରୀ ଭୂଷଣ ମିଶ୍ରଙ୍କ ଅକାଳ ବିୟୋଗ, କୃଷି ବିଭାଗରେ ଶୋକର ଛାୟା

    ବାଲୁଗାଁ: ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.