Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭୁବନେଶ୍ବରର ସାମ୍ୱାଦିକଗଣ: ଜାଣନ୍ତୁ କାରଣ
    ଆଜିର ଖବର

    ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଭୁବନେଶ୍ବରର ସାମ୍ୱାଦିକଗଣ: ଜାଣନ୍ତୁ କାରଣ

    July 1, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ୱର: ଭୁବନେଶ୍ବରର ବିଭିନ୍ନ ସରକାରୀ ସ୍ୱୀକୃତିପ୍ରାପ୍ତ ସାମ୍ୱାଦିକଗଣ ସୋମବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରଥଯାତ୍ରା ସମୟରେ ସେମାନେ ସମ୍ମୁଖୀନ ହୋଇଥିବା ବିଭିନ୍ନ ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।

    ସୂଚନାଯୋଗ୍ୟ ଯେ, ପ୍ରତିବର୍ଷ ଭୁବନେଶ୍ବରର ସ୍ୱୀକୃତିପ୍ରାପ୍ତ ସାମ୍ୱାଦିକମାନଙ୍କୁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପୁରୀକୁ ନିଆଯାଇ  ରଥଯାତ୍ରାର  ରିପୋର୍ଟିଙ୍ଗ ପାଇଁ ବ୍ୟବସ୍ଥା କରାଯାଇଥାଏ। ତେବେ ଏ ବର୍ଷ ପୁରୀ ଠାରେ ସାମ୍ୱାଦିକମାେନ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଥିଲେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀଙ୍କୁ ଏକ ମେମୋରେଣ୍ଡମ୍‍ ଦେଇଥିଲେ, ଏ ସମ୍ପର୍କରେ ବିଚାର ଆଲୋଚନା କରି ଉପଯୁକ୍ତ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ସାମ୍ୱାଦିକମାନଙ୍କୁ କହିଥିଲେ,

    ଏହି ଆଲୋଚନାରେ ବରିଷ୍ଠ ସାମ୍ୱାଦିକ ସନତ ମିଶ୍ର, ପ୍ରଦ୍ୟୁମ୍ନ କୁମାର ମହାନ୍ତି, ଭାଗବତ ତ୍ରିପାଠୀ, ପବିତ୍ର ମୋହନ ସାମନ୍ତରାୟ, ପାର୍ଥ ସାରଥୀ ଜେନା, କିଶୋର ମଙ୍ଗରାଜ, ଦେବକାନ୍ତ ମହାପାତ୍ର, ସ୍ୱରୂପ କୁମାର ମହାନ୍ତି, ଗଜେନ୍ଦ୍ରନାଥ ବେହେରା, ସନାତନ ଦଳବେହେରା, ସୁବୋଧ କାନୁନଗୋ, ସୂର୍ଯ୍ୟକାନ୍ତି ନାୟକ, ଏବଂ ସ୍ୱଦେଶ ଦାଶ, ଦେବପ୍ରସାଦ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।

    ମୋହନ ଚରଣ ମାଝୀ ଲୋକସେବା ଭବନ
    Share. Facebook Twitter LinkedIn Email WhatsApp Copy Link
    Previous Articleବାଣପୁର: କୃଷକ ସାଥି ନୀଳାଦ୍ରୀ ଭୂଷଣ ମିଶ୍ରଙ୍କ ଅକାଳ ବିୟୋଗ, କୃଷି ବିଭାଗରେ ଶୋକର ଛାୟା
    Next Article ସେ ଜୀବନରେ ଗୋଟିଏ ମାତ୍ର ଚଳଚିତ୍ରରେ ଅଭିନୟ କରିଛନ୍ତି, ହେଲେ ରହୁଛନ୍ତି 400 କୋଟି ଟଙ୍କା ମୂଲ୍ୟର ଘରେ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.