Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଊନବିଂଶ ପରିସଂଖ୍ୟାନ ଦିବସ ଉପଲକ୍ଷେ ଲୋକସେବା ଭବନଠାରେ ତିନିଦିନିଆ କର୍ମଶାଳା
    ଆଜିର ଖବର

    ଊନବିଂଶ ପରିସଂଖ୍ୟାନ ଦିବସ ଉପଲକ୍ଷେ ଲୋକସେବା ଭବନଠାରେ ତିନିଦିନିଆ କର୍ମଶାଳା

    July 1, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ଵର: ଊନବିଂଶ ପରିସଂଖ୍ୟାନ ଦିବସ ଉପଲକ୍ଷେ ଭୁବନେଶ୍ବର ଲୋକସେବା ଭବନଠାରେ ଏକ ତିନିଦିନିଆ କର୍ମଶାଳା ଆୟୋଜିତ ହୋଇଛି। ସୋମବାର ଦ୍ବିତୀୟ ଦିନରେ ପରିସଂଖ୍ୟାନର ଆଭିମୁଖ୍ୟ ଓ ପଦ୍ଧତି ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଯୋଗଦେଇ ଜାତୀୟ ପରିସଂଖ୍ୟାନ ଦିବସର ମହତ୍ବ ଉପରେ ଆଲୋକପାତ କରିଛନ୍ତି। କାର୍ଯ୍ୟକ୍ରମରେ ପରିସଂଖ୍ୟାନ ଉପରେ ଆଧାରିତ ସଫ୍ଟୱେର, ୱେବସାଇଟ ଏବଂ ପତ୍ରପତ୍ରିକା ଉନ୍ମୋଚନ କରାଯାଇଛି।

    ଊନବିଂଶ ପରିସଂଖ୍ୟାନ ଦିବସ ତିନିଦିନିଆ କର୍ମଶାଳା ଭୁବନେଶ୍ବର ଲୋକସେବା ଭବନ
    Share. Facebook Twitter LinkedIn Email WhatsApp Copy Link
    Previous Articleସେ ଜୀବନରେ ଗୋଟିଏ ମାତ୍ର ଚଳଚିତ୍ରରେ ଅଭିନୟ କରିଛନ୍ତି, ହେଲେ ରହୁଛନ୍ତି 400 କୋଟି ଟଙ୍କା ମୂଲ୍ୟର ଘରେ
    Next Article ମାଇଁ ଭାରତ 2.0 ପ୍ଲାଟଫର୍ମ ବିକଶିତ କରିବା ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.