Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଜନ୍ମବେଦୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଡ଼ପ ଦର୍ଶନ
    ଆଜିର ଖବର

    ଜନ୍ମବେଦୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଡ଼ପ ଦର୍ଶନ

    July 1, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ପୁରୀ: ଗତକାଲିଠାରୁ ମହାପ୍ରଭୁଙ୍କ ଜନ୍ମବେଦୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଆରମ୍ଭ ହୋଇଛି ଆଡ଼ପ ଦର୍ଶନ। ପ୍ରଥମ ଦିନରେ ଭକ୍ତଙ୍କ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଲମ୍ବା ବ୍ୟାରିକେଡ଼ରେ ଭକ୍ତମାନେ ଆଡପ ମଣ୍ଡପରେ ଚତୁର୍ଦ୍ଧାବିଗ୍ରହଙ୍କ ଦର୍ଶନ କରୁଛନ୍ତି। ଗୁଣ୍ଡିଚା ମନ୍ଦିର ସିଂହଦ୍ଵାର ଦେଇ ପ୍ରବେଶ କରି ଦର୍ଶନ କରିବା ପରେ ନାକଚଣା ଦ୍ଵାର ଦେଇ ପ୍ରସ୍ଥାନ କରୁଛନ୍ତି ଭକ୍ତ।

    ଗତକାଲି ଆଡପ ମଣ୍ଡପରେ ଶ୍ରୀବିଗ୍ରହଙ୍କ ମଇଲମ, ତଡପ ଲାଗି, ଅବକାଶ ପୂଜା ପରେ ଅଧର ପୋଛା ନୀତି ସମ୍ପନ୍ନ ହୋଇଥିଲା। ପରେ ଗୋପାଳ ବଲ୍ଲଭ ଭୋଗ କରାଯାଇଥିଲା। ଏହା ପରେ ସକାଳ ଧୂପରେ ପ୍ରଥମ ଆଡପ ଅଭଡ଼ା ବାହାରିଥିଲା। ଆଡପ ମଣ୍ଡପରେ ଆଡପ ପ୍ରସାଦ ପାଇ ନିଜକୁ ଧନ୍ୟ ମନେ କରିଥିଲେ ଭକ୍ତଗଣ।

    ଚଳିତ ବର୍ଷ ପ୍ରଥମକରି ଜୈବିକ ଚାଉଳରେ ଭକ୍ତ ମାନଙ୍କ ପାଇଁ ମହାପ୍ରସାଦ ପ୍ରସ୍ତୁତ କରାଯାଇଛି। ମହାପ୍ରଭୁଙ୍କ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଶ୍ରୀଜୀଉଙ୍କର ବନକଲାଗି ନୀତି ଅନୁଷ୍ଠିତ ହୋଇଥିଲା। ତେଣୁ  ରାତି ପ୍ରାୟ ୯ଟାରୁ ୨ଟା ପର୍ଯ୍ୟନ୍ତ ପ୍ରାୟ ପାଞ୍ଚ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା।

    ଆଡପ ମଣ୍ଡପ ବିଜେ ନୀତି ଚତୁର୍ଦ୍ଧାବିଗ୍ରହ ନାକଚଣା ଦ୍ଵାର ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ଵାର
    Share. Facebook Twitter LinkedIn Email WhatsApp Copy Link
    Previous Articleମୋଦୀଙ୍କ ସରକାରଙ୍କ ୧୧ ବର୍ଷର ଶାସନ: ଜାଣନ୍ତୁ କ’ଣ କହିଲେ ଭଦ୍ରକର ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକ?
    Next Article ବସ୍ତୁ ଓ ସେବା କର (ଜିଏସଟି)କୁ ଆଠ ବର୍ଷ ପୂର୍ତ୍ତି

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.