Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ନାମଲେଖା ପାଇଁ ଆବେଦନ
    ଆଜିର ଖବର

    ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନରେ ନାମଲେଖା ପାଇଁ ଆବେଦନ

    June 1, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ୱର: ଭାରତ ସରକାରଙ୍କ ଶିକ୍ଷା ମନ୍ତ୍ରାଳୟ ଅନ୍ତର୍ଗତ ଏନ.ସି.ଇ.ଆର.ଟିର ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱର, ଭୋପାଳ, ଆଜମେର, ମଇଶୁର, ନେଲୋର ଓ ଶିଲଂରେ ୨୦୨୫-୨୦୨୬ ଶିକ୍ଷାବର୍ଷ ପାଇଁ ବିଏ. ବି. ଇଡି, ବି.ଏସସି. ବି.ଇଡି, ବି.ଇଡି, ବି.ଇଡି-ଏମ.ଇଡି, ଏମ.ଏସସି.ଇଡି, ଆଦି ଶିକ୍ଷା ଭିତ୍ତିକ ଅଧ୍ୟୟନରେ ନାମଲେଖା ପାଇଁ ଆବେଦନ କରାଯାଉଛି ଓ ଏହି ଆବେଦନ ଆଧାରରେ CEE ପରୀକ୍ଷା ଆସନ୍ତା ମାସ ୨୯ ତାରିଖରେ ଅନୁଷ୍ଠିତ ହେବ। କମ୍ପ୍ୟୁଟର ଆଧାରିତ ପରୀକ୍ଷା ମାଧ୍ୟମରେ ଯୋଗ୍ୟ ପ୍ରାର୍ଥୀ ଚୟନ କରାଯିବ।

    ଚଳିତ ବର୍ଷ ଆବେଦନର ଶେଷତାରିଖ ୧୭.୦୬.୨୦୨୫ ଓ ଅଧିକ ଜାଣିବାପାଇଁ ଆଗ୍ରହୀ ଛାତ୍ରଛାତ୍ରୀଗଣ www.riebbs.ac.inରେ ଲଗଇନ କରିବାସହ ହେଲ୍ପଲାଇନ ନମ୍ବର ୦୨୨-୬୧୩୦୬୨୭୧ରେ ଯୋଗାଯୋଗ କରିପାରିବେ।

    ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଏନ.ସି.ଇ.ଆର.ଟି. ଭାରତ ସରକାର ଶିକ୍ଷା ମନ୍ତ୍ରାଳୟ
    Share. Facebook Twitter LinkedIn Email WhatsApp Copy Link
    Previous Articleଇସଲାମିକ ଦେଶ ସାଉଦି ଆରବରେ ମିଳିଲା ୮ ହଜାର ବର୍ଷ ପୁରୁଣା ମନ୍ଦିର
    Next Article ଖୋର୍ଦ୍ଧା ଜିଲ୍ଲା ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ଅନୁଧ୍ୟାନ ଓ ସମୀକ୍ଷା

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.