Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ରଣପୁରର ବିଭିନ୍ନ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଲେ ବାଚସ୍ପତି
    ଆଜିର ଖବର

    ରଣପୁରର ବିଭିନ୍ନ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସ୍ଥିତି ପରଖିଲେ ବାଚସ୍ପତି

    June 3, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ରଣପୁର: ବର୍ତ୍ତମାନ ରଣପୁର ଅଞ୍ଚଳରେ ପ୍ରାୟ ୧୮ ଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଚାଲୁଅଛି। ବାଚସ୍ପତି ସୁରମା ପାଢ଼ୀ ଏହି ପ୍ରକଳ୍ପ ଗୁଡ଼ିକର ସ୍ଥିତି ଅନୁଧ୍ୟାନ କରିବା ପାଇଁ ଆଜି ଉକ୍ତ ପ୍ରକଳ୍ପ କାର୍ଯ୍ୟ ଚାଲୁଥିବା ସମସ୍ତ ଜାଗା ବୁଲି ପର୍ଯ୍ୟବେକ୍ଷଣ କରିଥିଲେ। ଏହି ସମୟରେ ବାଚସ୍ପତିଙ୍କ ସହିତ କ୍ଷୁଦ୍ର ଜଳସେଚନ ର ଅଧିକ୍ଷଣ ଯନ୍ତ୍ରୀ, ନିର୍ବାହୀ ଯନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ। ଏହି ପ୍ରକଳ୍ପ ନିର୍ମାଣ କାର୍ଯ୍ୟ କିଭଳି ତ୍ୱରାନ୍ୱିତ ହେବ ଏବଂ ବର୍ଷା ଦିନ ପୂର୍ବରୁ କିଭଳି ଏହି ପ୍ରକଳ୍ପ କାର୍ଯ୍ୟ ଶେଷ କରାଯିବ ସେଥିପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

    ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ଖଣ୍ଡିସି ବାଉଁଶିଆ ନାଳ ଚେକ୍ ଡ୍ୟାମ୍ , ୱାଇଁଲୋ ଘିଡିଘିଡ଼ିଆ ନାଳ ଚେକ୍ ଡ୍ୟାମ୍ , ତେନ୍ତୁଳି ପୁଟ ଚେକ୍ ଡ୍ୟାମ୍, ଭଗବତୀ ବନ୍ଧ ଚେକ୍ ଡ୍ୟାମ୍ ଏବଂ ଅନ୍ୟ ଚେକ୍ ଡ୍ୟାମ୍ ଗୁଡ଼ିକ କାର୍ଯ୍ୟ ସ୍ଥିତି ପରଖିଥିଲେ। ଏହି ଚେକ୍ ଗୁଡ଼ିକ କାର୍ଯ୍ୟକ୍ଷମ ହେଲେ ସ୍ଥାନୀୟ ଚାଷୀମାନେ ଉପକୃତ ହେବେ।

    ବାଚସ୍ପତି ଏହି ପ୍ରକଳ୍ପ ଗୁଡ଼ିକ ପରିଦର୍ଶନ କରିବା ସମୟରେ ତାଙ୍କ ସହିତ ପ୍ରଫୁଲ୍ଲ ମହାପାତ୍ର, ପରେଶ ମିଶ୍ର, ନିର୍ମଳ ମତ୍ତଗଜସିଂହ, ଭରତ ରଣସିଂହ, ଅଭିଷେକ ସାମନ୍ତରାୟ, ଗଣେଶ୍ୱର ମାନ୍ଧାତା, ଭାସ୍କର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

    କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରଣପୁର ସୁରମା ପାଢ଼ୀ ସ୍ଥିତି ପରଖିଲେ ବାଚସ୍ପତି
    Share. Facebook Twitter LinkedIn Email WhatsApp Copy Link
    Previous Articleଯୁବପିଢ଼ିଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ସରକାରଙ୍କ ସଂକଳ୍ପ: ପ୍ରଧାନମନ୍ତ୍ରୀ ମୋଦୀ
    Next Article ଜେଲ୍ ଫେରନ୍ତା ଯୁବକକୁ ମରଣାନ୍ତକ ଆକ୍ରମଣ, ମୃତ ଘୋଷଣା କଲେ ଡ଼ାକ୍ତର

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.