Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଅନ୍ତରାଷ୍ଟ୍ରୀୟ»ଉଲାନ୍‌ବାଟର ଓପନ ୨୦୨୫ରେ ଚମତ୍କାର ପ୍ରଦର୍ଶନ ପାଇଁ କୁସ୍ତିଯୋଦ୍ଧାମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
    ଅନ୍ତରାଷ୍ଟ୍ରୀୟ

    ଉଲାନ୍‌ବାଟର ଓପନ ୨୦୨୫ରେ ଚମତ୍କାର ପ୍ରଦର୍ଶନ ପାଇଁ କୁସ୍ତିଯୋଦ୍ଧାମାନଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

    June 4, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ନୂଆଦିଲ୍ଲୀ: ଉଲାନବାଟର ଓପନ ୨୦୨୫ରେ ତୃତୀୟ ର‌୍ୟାଙ୍କିଙ୍ଗ୍ ସିରିଜରେ ଚମତ୍କାର ପ୍ରଦର୍ଶନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୁସ୍ତିଯୋଦ୍ଧାମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, “ଆମର ନାରୀ ଶକ୍ତି ର‌୍ୟାଙ୍କିଙ୍ଗ୍ ସିରିଜରେ ସେମାନଙ୍କର ସର୍ବୋତ୍ତମ ପ୍ରଦର୍ଶନ କରିଛନ୍ତି, ଯାହା ଏହି ସଫଳତାକୁ ଆହୁରି ସ୍ମରଣୀୟ କରିଛି। ଏହି କ୍ରୀଡା ପ୍ରଦର୍ଶନ ଅନେକ ଭବିଷ୍ୟତ ଖେଳାଳୀମାନଙ୍କୁ ପ୍ରେରଣା ଯୋଗାଇବ।

    ପ୍ରଧାନମନ୍ତ୍ରୀ ଏକ୍ସରେ ପୋଷ୍ଟ କରିଛନ୍ତି:

    “କ୍ରୀଡା କ୍ଷେତ୍ରରେ ଭାରତର ସଫଳତା ଜାରି ରହିଛି! ଉଲାନବାଟର ଓପନ ୨୦୨୫ରେ ତୃତୀୟ ର‌୍ୟାଙ୍କିଙ୍ଗ ସିରିଜ୍‌ରେ ସେମାନଙ୍କର ଚମତ୍କାର ପ୍ରଦର୍ଶନ ପାଇଁ ଆମର କୁସ୍ତିଯୋଦ୍ଧାମାନଙ୍କୁ ଅଭିନନ୍ଦନ, ଯେଉଁମାନେ ୬ଟି ସ୍ୱର୍ଣ୍ଣ ସହ ମୋଟ୍ ୨୧ ପଦକ ଜିତିଛନ୍ତି। ଆମର ନାରୀ ଶକ୍ତି ର‌୍ୟାଙ୍କିଙ୍ଗ ସିରିଜରେ ସେମାନଙ୍କର ସର୍ବୋତ୍ତମ ପ୍ରଦର୍ଶନ କରିଛନ୍ତି, ଯାହା ଏହି ସଫଳତାକୁ ଆହୁରି ସ୍ମରଣୀୟ କରିଛି। ଏହି କ୍ରୀଡା ପ୍ରଦର୍ଶନ ଭବିଷ୍ୟତର ଖେଳାଳୀମାନଙ୍କୁ ଅନୁପ୍ରାଣିତ କରିବା ସହ ପ୍ରେରଣା ଯୋଗାଇବ।”

    ଉଲାନବାଟର ଓପନ ୨୦୨୫ ତୃତୀୟ ର‌୍ୟାଙ୍କିଙ୍ଗ୍ ସିରିଜ ନରେନ୍ଦ୍ର ମୋଦୀ
    Share. Facebook Twitter LinkedIn Email WhatsApp Copy Link
    Previous Articleଇତିହାସ ରଚିଲେ ବିରାଟ କୋହଲି, ଆଇପିଏଲ ଫାଇନାଲରେ କଲେ ଏହି ରେକର୍ଡ
    Next Article ଅପରେସନ ସିନ୍ଦୁର ଉପରେ ଆଶ୍ଚର୍ଯ୍ୟଜନକ ଖୁଲାସା: ପାକିସ୍ତାନୀ ବାୟୁସେନାର ହୋଇଥିଲା ବଡ଼ କ୍ଷତି

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.