Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ନରୱେ ଚେସ୍ ୨୦୨୫ରେ ଗୁକେଶଙ୍କ ପ୍ରଥମ ବିଜୟ ପାଇଁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
    ଆଜିର ଖବର

    ନରୱେ ଚେସ୍ ୨୦୨୫ରେ ଗୁକେଶଙ୍କ ପ୍ରଥମ ବିଜୟ ପାଇଁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

    June 4, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନରୱେ ଚେସ୍ ୨୦୨୫ର ଷଷ୍ଠ ରାଉଣ୍ଡରେ ମ୍ୟାଗନସ୍ କାର୍ଲସେନ୍‌ଙ୍କ ବିପକ୍ଷରେ ପ୍ରଥମ ବିଜୟ ପାଇଁ ଗୁକେଶଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, “ବିଶ୍ୱର ନମ୍ବର ୧ ଖେଳାଳୀଙ୍କୁ ପରାସ୍ତ କରିବା ପାଇଁ ତାଙ୍କୁ ଅଭିନନ୍ଦନ। ନରୱେ ଚେସ୍ ୨୦୨୫ର ଷଷ୍ଠ ରାଉଣ୍ଡରେ ମ୍ୟାଗନସ୍ କାର୍ଲସେନ୍‌ଙ୍କ ବିପକ୍ଷରେ ପ୍ରଥମ ବିଜୟ ତାଙ୍କର ପ୍ରତିଭା ଏବଂ ସମର୍ପଣକୁ ଦର୍ଶାଉଛି।”

    ଏକ୍ସରେ ପ୍ରଧାନମନ୍ତ୍ରୀ ପୋଷ୍ଟ କରିଛନ୍ତି;

    “ଗୁକେଶଙ୍କ ଦ୍ୱାରା ଏକ ଅସାଧାରଣ ଉପଲବ୍ଧି! ସର୍ବେଶ୍ରେଷ୍ଠ ଖେଳାଳୀଙ୍କ ବିପକ୍ଷରେ ବିଜୟ ହାସଲ କରିଥିବାରୁ ତାଙ୍କୁ ଅଭିନନ୍ଦନ। ନରୱେ ଚେସ୍ ୨୦୨୫ର ଷଷ୍ଠ ରାଉଣ୍ଡରେ ମ୍ୟାଗନସ୍ କାର୍ଲସନ୍‌ଙ୍କ ବିପକ୍ଷରେ ପ୍ରଥମ ବିଜୟ ତାଙ୍କର ପ୍ରତିଭା ଏବଂ ସମର୍ପଣକୁ ଦର୍ଶାଉଛି। ତାଙ୍କର ଆଗାମୀ ଯାତ୍ରା ପାଇଁ ନିରନ୍ତର ସଫଳତା କାମନା କରୁଛି।”

    ଗୁକେଶ ନରୱେ ଚେସ୍ ୨୦୨୫ ନରେନ୍ଦ୍ର ମୋଦୀ ମ୍ୟାଗନସ୍ କାର୍ଲସେନ୍‌
    Share. Facebook Twitter LinkedIn Email WhatsApp Copy Link
    Previous Articleରବିବାର ସନ୍ଧ୍ୟା ୬:୩୦ରେ ଜୀ ସାର୍ଥକରେ ଦେଖନ୍ତୁ ଚଳଚ୍ଚିତ୍ର ‘ଜ୍ଵାଇଁ ପୁଅର ଜୀବନ ବୀମା’
    Next Article ସ୍ଵୟଂ ସହାୟକ ଗୋଷ୍ଠୀ ପ୍ରସ୍ତୁତ କରିବେ ମାଣ୍ଡିଆ ଖାଦ୍ୟ: ସହାୟତା ରାଶି ପ୍ରଦାନ କଲେ ଉପ ମୁଖ୍ୟମନ୍ତ୍ରୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.