Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଅପରାଧ»ବୃଦ୍ଧଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
    ଅପରାଧ

    ବୃଦ୍ଧଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

    June 4, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅର୍ନ୍ତଗତ ଶାସ୍ତ୍ରୀ ନଗର ୫ମ ଗଳିରେ ରହୁଥିବା ବସନ୍ତ ନାୟକ ନାମକ ଜଣେ ୬୫ ବର୍ଷ ବୟସ୍କ ବୃଦ୍ଧ ନିଜ ଘରେ ବେକରେ ରଶି ବାନ୍ଧି ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ମୃତ ବୃଦ୍ଧଙ୍କ ପରିବାର ଲୋକେ ନିକଟସ୍ଥ କୁଠାରୀ ମନ୍ଦିରରେ ଏକ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଇଥିବା ବେଳେ ବୃଦ୍ଧ ଜଣକ ଏକୁଟିଆ ଘରେ ରହି ଏହି ଭଳି ଘଟଣା ଘଟାଥିଇବା ଜଣାପଡିଛି। ପରିବାର ଲୋକେ ଘରକୁ ଫେରି ବୃଦ୍ଧଙ୍କୁ ଝୁଲୁଥିବା ଅବସ୍ଥାରେ ଦେଖିଥିଲେ। ସଙ୍ଗେସଙ୍ଗେ ବଡଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ଡ଼ାକ୍ତର ତାକୁ ମୃତ ଘୋଷଣା କରିଥିଲେ। ଖବର ପାଇ ବଡ଼ବଜାର ଥାନା ପୋଲିସ୍ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

    କାରଣ ଅସ୍ପଷ୍ଟ ବଡ଼ବଜାର ଥାନା ବୃଦ୍ଧଙ୍କ ଆତ୍ମହତ୍ୟା ଶାସ୍ତ୍ରୀ ନଗର
    Share. Facebook Twitter LinkedIn Email WhatsApp Copy Link
    Previous Articleହେମା ମାଳିନୀଙ୍କ ଉପରେ ବିବାଦୀୟ ବିବୃତ୍ତି ଦେଲେ ଶଙ୍କରାଚାର୍ଯ୍ୟ: କହିଲେ ସେ ମୁସଲମାନ?
    Next Article ଭାରତର ବିରୋଧରେ ପାକିସ୍ତାନର ଷଡଯନ୍ତ୍ର ବିଫଳ, ବଡ ଝଟକା ଦେଲା ଏହି ମୁସଲିମ ଦେଶ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.