ପୁରୀ: ଆଜି ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥି ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ଓ ବିବାହ ଉତ୍ସବ ନୀତି ଅନୁଷ୍ଠିତ ହେବ। ଏଣୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୧.୦୦ ଟିକା ଠାରୁ ସନ୍ଧ୍ୟା ଘ.୬.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀ ଯାଉଛନ୍ତି କି?: ଆଜି ସର୍ବସାଧାରଣଙ୍କ ପାଇଁ ଏହି ସମୟରେ ଦର୍ଶନ ମନା
No Comments1 Min Read
Related Posts
Add A Comment
