Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ଅନୁକମ୍ପା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ: ଘର ଭାଙ୍ଗିଲେ ମିଳିବ ସହାୟତା
    ଆଜିର ଖବର

    ବନ୍ୟଜନ୍ତୁ ଆକ୍ରମଣରେ ମୃତ୍ୟୁକାଳୀନ ଅନୁକମ୍ପା ରାଶି ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ: ଘର ଭାଙ୍ଗିଲେ ମିଳିବ ସହାୟତା

    June 9, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟଜନ୍ତୁ ଆକ୍ରମଣରେ ପୂର୍ବରୁ ମିଳୁଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି।

    ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମ ଗୁଡିକରେ ସାଧାରଣତଃ ବନ୍ୟଜନ୍ତୁ ଆକ୍ରମଣର ନଜିର ଅଧିକ ରହିଥାଏ। ବନ୍ୟଜନ୍ତୁ ଆକ୍ରମଣରେ ଧନଜୀବନ ନଷ୍ଟ ହୋଇଥାଏ। ଏ ସବୁକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଲୋକଙ୍କ ସହାୟତା ରାଶି ବୃଦ୍ଧି କରିଛନ୍ତି।

    ନିଷ୍ପତ୍ତି ଅନୁଯାୟୀ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି କରାଯିବା ସହିତ ଯଦି ବାସଗୃହ କ୍ଷତିଗ୍ରସ୍ତ ହୋଇଥାଏ ତେବେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ଗୃହ ନଚେତ ସମତୁଲ ଆର୍ଥିକ ସହାୟତା ପ୍ରଦାନ କରାଯିବ। ରୋଷେଇ ଘର, ଧାନ ସଂରକ୍ଷଣ ଗୃହ କିମ୍ବା ଛେଳି ଗୁହାଳ କ୍ଷତିଗ୍ରସ୍ତ ହେଲେ ୩ ହଜାର ଟଙ୍କାର ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ।

    ସେହିଭଳି ପକ୍କା ପାଚେରୀ, କମ୍ପାଉଣ୍ଡ ୱାଲ୍ କ୍ଷତିଗ୍ରସ୍ତ ହେଲେ ପ୍ରତି ମିଟର ପିଛା ୫ ହଜାର ସର୍ବାଧିକ ୨୫ ହଜାର ଟଙ୍କା ପର୍ଯ୍ୟନ୍ତ ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ।

    ବନ୍ୟଜନ୍ତୁ ଆକ୍ରମଣ ମୃତ୍ୟୁକାଳୀନ ସହାୟତା ମୋହନ ଚରଣ ମାଝୀ
    Share. Facebook Twitter LinkedIn Email WhatsApp Copy Link
    Previous Articleବିଶ୍ବପ୍ରସିଦ୍ଧ ରଥଯାତ୍ରା ପରିଚ଼ାଳନା ପାଇଁ ଦ୍ବିତୀୟ ସମନ୍ୱୟ କମିଟି ବୈଠକରେ ଅଧ୍ୟକ୍ଷତା କଲେ ଆଇନ ମନ୍ତ୍ରୀ
    Next Article ଚିଲିକା ବିରିବାଡି ଗ୍ରାମ ପଞ୍ଚାୟତର ଖୋର୍ଦ୍ଧା ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ମିଳିତ ଅଭିଯୋଗ ଶୁଣାଣି

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.