Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଅପରାଧ»ପୁଣି ଏକ ହତ୍ୟାକାଣ୍ଡ: ପୁର୍ବ ଶତୃତାକୁ ନେଇ ପଛପଟୁ ଛୁରାମାଡ଼ କଲା ଅଭିଯୁକ୍ତ
    ଅପରାଧ

    ପୁଣି ଏକ ହତ୍ୟାକାଣ୍ଡ: ପୁର୍ବ ଶତୃତାକୁ ନେଇ ପଛପଟୁ ଛୁରାମାଡ଼ କଲା ଅଭିଯୁକ୍ତ

    June 11, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅର୍ନ୍ତଗତ ମାଣିକପୁର ଗ୍ରାମରେ ବସନ୍ତ କୁମାର ପ୍ରଧାନ ନାମକ ଜଣେ ଯୁବକକୁ ହତ୍ୟା କରାଯାଇଛି। ହତ୍ୟା ଅଭିଯୁକ୍ତ ନାଗେଶ୍ଵର ଦିହୁଡି ନାମକ ଅପରାଧୀ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ଜଣାପଡିଛି।ପୁର୍ବ ଶତୃତାକୁ ନେଇ ଅଭିଯୁକ୍ତ ନାଗେଶ୍ଵର ବସନ୍ତର ପଛପଟୁ ଆସି ଛୁରାମାଡ କରି ଚମ୍ପଟ୍ ମାରିଥିବା ବେଳେ ପରିବାର ଲୋକେ ବସନ୍ତକୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

    ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତ ଯୁବକର ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଅନ୍ୟ ପକ୍ଷରେ ଗାଁ ରେ ସମ୍ବେଦନଶୀଳ ପରିସ୍ଥିତି ସୃଷ୍ଟି ହୋଇଛି।

    ଖଲ୍ଲିକୋଟ ଥାନା ଛୁରାମାଡ ପୁର୍ବ ଶତୃତା ହତ୍ୟାକାଣ୍ଡ
    Share. Facebook Twitter LinkedIn Email WhatsApp Copy Link
    Previous Articleଆଜି ଜୁନ ୧୧ ତାରିଖ ବୁଧବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ
    Next Article ଭୁବନେଶ୍ୱର ସହରାଞ୍ଚଳ ପୋଲିସର ଡିସିପି ଙ୍କ ନବନିର୍ମିତ କାର୍ଯ୍ୟାଳୟ ଉଦ୍‍ଘାଟିତ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.