Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ: ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି କରୁଥିଲେ ଯାତ୍ରା
    ଆଜିର ଖବର

    ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ: ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି କରୁଥିଲେ ଯାତ୍ରା

    June 12, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ନୂଆଦିଲ୍ଲୀ: ଆଜି ଅପରାହ୍ନରେ ଗୁଜୁରାଟର ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ବୋଇଂ ଡ୍ରିମଲାଇନ୍ ୭୮୭ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯେଉଁଥିରେ ୨୪୨ ଜଣ ଯାତ୍ରୀ ଥିଲେ। ଏହି ଡ୍ରିମଲାଇନର ବୋଇଂ ୭୮୭ ଲଣ୍ଡନ ଅଭିମୁଖେ ଉଡୁଥିଲା। ଅହମ୍ମଦାବାଦର ସର୍ଦ୍ଦାର ବଲ୍ଲଭଭାଇ ପଟେଲ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଉଡ଼ାଣ ଭରିବା ସମୟରେ ନିକଟବର୍ତ୍ତୀ ଏକ କୋଠା କିମ୍ବା କାନ୍ଥରେ ଧକ୍କା ଦେବା ପରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

    ଏହା ଭିତରେ ଏକ ବଡ ସୂଚନା ମିଳିଛି। ସୂଚନା ଅନୁଯାୟୀ, ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣି ଉକ୍ତ ବିମାନରେ ଯାତ୍ରା କରୁଥିଲେ। କହିଯାଉଛି ଯେ ବିଜୟ ରୂପାଣୀ ଏହି ବିମାନରେ ବ୍ୟବସାୟ ଶ୍ରେଣୀରେ ଯାତ୍ରା କରୁଥିଲେ। ସେ ତାଙ୍କ ପରିବାରକୁ ଭେଟିବା ପାଇଁ ଲଣ୍ଡନ ଯାଉଥିଲେ। ତାଙ୍କ ସ୍ତ୍ରୀ ଏବଂ ଝିଅ ସମେତ ତାଙ୍କର ଅନେକ ସମ୍ପର୍କୀୟ ଲଣ୍ଡନରେ ରୁହନ୍ତି, ଯେଉଁମାନଙ୍କୁ ସେ ଭେଟିବାକୁ ଯାଉଥିଲେ।

    Ahmedabad News Gujarat News plane crashed vijay rupani
    Share. Facebook Twitter LinkedIn Email WhatsApp Copy Link
    Previous Articleଗୁଜୁରାଟର ଅହମ୍ମଦାବାଦରେ ଭୟଙ୍କର ବିମାନ ଦୁର୍ଘଟଣା, ୨୪୨ ଯାତ୍ରୀଙ୍କ ମୃତ୍ୟୁ ଆଶଙ୍କା
    Next Article ରାଜ୍ୟ ସ୍ତରୀୟ ବିକାଶ ବାହନ ଯାତ୍ରାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.