Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»Plane Crash Video: ଭୟଙ୍କର ବିମାନ ଦୁର୍ଘଟଣା, ଆସିଲା ଦୁର୍ଘଟଣା ସମୟର ଭିଡିଓ
    ଆଜିର ଖବର

    Plane Crash Video: ଭୟଙ୍କର ବିମାନ ଦୁର୍ଘଟଣା, ଆସିଲା ଦୁର୍ଘଟଣା ସମୟର ଭିଡିଓ

    June 12, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    Plane Crash Video: ଅହମଦାବାଦରେ ଘଟିଯାଇଥିବା ଭୟଙ୍କର ଦୁର୍ଘଟଣାର ଭିଡିଓ ଆସିଛି। ଏଥିରେ ବିମାନଟି କିପରି ଦୁର୍ଘଟଣା ଗସ୍ତ ହେଲା ତାହା ସ୍ପଷ୍ଟ ଜଣାପଡିଛି। ବିମାନଟି ବିମାନ ବନ୍ଦରରୁ ଯିବା ପରେ ତାହା ତଳକୁ ଖସିଥିଲା ଏବଂ ଗୋଟିଏ ଘରର ଛାତ ଉପରେ ମାଡ ହୋଇ ବିସ୍ପୋରଣ କରିଥିଲା। ଦେଖନ୍ତୁ ସେହି ଭିଡିଓ..

    https://demo.ratnatechnology.co.in/thesamikhsya/wp-content/uploads/2025/06/kLcwXbASjab9n-NT.mp4

    ଏହି ଏୟାରଇଣ୍ଡିଆର ବିମାନ B787 ଅହମ୍ମଦାବାଦରୁ ଲଣ୍ଡନ ଯାଉଥିଲା । ଏଥିରେ ୨୪୨ ଜଣ ଯାତ୍ରୀ ଥିଲେ । ଯେଉଁଥିରେ ୨ ଜଣ ପାଇଲଟ୍ ଏବଂ ୧୦ କ୍ୟାବିନ୍ କ୍ରୁ ମଧ୍ୟ ସାମିଲ ଥିଲେ । ବିମାନଟିକୁ କ୍ୟାପଟେନ୍ ସୁମିତ ସାଭରବାଲ ଚଲାଉଥିବାବେଳେ, ତାଙ୍କୁ ସହଯୋଗ କରୁଥିଲେ ଫାଷ୍ଟ ଅଫିସର୍ କ୍ଲାଇବ୍ କୁନ୍ଦର ।

    Plan Crash Plan Crash Video ଅହମଦାବାଦରେ ବିମାନ ଦୁର୍ଘଟଣା ବିମାନ ଦୁର୍ଘଟଣା
    Share. Facebook Twitter LinkedIn Email WhatsApp Copy Link
    Previous Articleଭଦ୍ରକ ଗୋଷ୍ଠୀ ସଂଘର୍ଷ ମାମଲା: ମୃତ ସନ୍ତୋଷଙ୍କ ପିଲାଙ୍କ ପାଠ ପଢା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର
    Next Article ଡିଜିଟାଲ ଦଶନ୍ଧି: ପ୍ରଯୁକ୍ତି ଆଧାରିତ ଭବିଷ୍ୟତ ଦିଗରେ ଅଗ୍ରସର ଭାରତ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.