Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ବଜ୍ରକୋଟରେ ବିଶ୍ୱ ଶିଶୁ ଶ୍ରମ ବିରୋଧି ଦିବସ ପାଳିତ, ବିଚାରପତି ଦେଲେ ଏଭଳି ସନ୍ଦେଶ
    ଆଜିର ଖବର

    ବଜ୍ରକୋଟରେ ବିଶ୍ୱ ଶିଶୁ ଶ୍ରମ ବିରୋଧି ଦିବସ ପାଳିତ, ବିଚାରପତି ଦେଲେ ଏଭଳି ସନ୍ଦେଶ

    June 12, 2025No Comments2 Mins Read
    Facebook Twitter LinkedIn Email WhatsApp Copy Link

    ରଣପୁର: ଆଜି ରଣପୁର ତାଲୁକ ଲିଗାଲ ସର୍ଭିସ କମିଟି ଦ୍ୱାରା ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଶିଶୁ ଶ୍ରମିକ ବିରୋଧି ସଚେତନ ଦିବସ ପାଳିତ ହୋଇଯାଇଛି। ରଣପୁର ତାଲୁକ ଲିଗାଲ ସର୍ଭିସ କମିଟି ପକ୍ଷରୁ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା।

    ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ବିଚାରପତି ପୂଣ୍ୟଶ୍ଳୋକ ଦାସ କହିଛନ୍ତି, “ଶିଶୁମାନେ ଏହି ଦେଶର ଭବିଷ୍ୟତ। ସେମାନଙ୍କୁ ଶିକ୍ଷା, ସୁରକ୍ଷା ଓ ଶିଶୁ ଅଧିକାର ମିଳିବା ନିୟମ ଅଛି। ଆମେ ସମସ୍ତେ ସେମାନଙ୍କୁ ଶ୍ରମରୁ ମୁକ୍ତ କରିବା ପାଇଁ ଉଦ୍ୟମ କରିବା।”

    ସମ୍ମାନିତ ଅତିଥି ଭାବେ ଆଇନୀଜୀବୀ କୃପାସିନ୍ଧୁ ବେହେରା, ଆଇନୀଜୀବୀ ଗିରିଜା ଶଙ୍କର ସାମନ୍ତରାୟ, ଆଇନୀଜୀବୀ ଶତ୍ରୁଘ୍ନ ପାଇକରାୟ, ଆଇନୀଜୀବୀ ଶ୍ରୀକାନ୍ତ କୁମାର ସାହୁ, ଆଇନୀଜୀବୀ ସୁବାଷ ଚନ୍ଦ୍ର ଜେନା, ବଜ୍ରକୋଟ ସରପଞ୍ଚ ବନିତା ବଳିଆରସିଂହ, ରଣପୁର ବ୍ଲକ ସହକାରୀ ବ୍ଲକ ଶିକ୍ଷା ଅଧିକାରିଣୀ ଲକ୍ଷ୍ମୀ ଦେଇ, ବିଶିଷ୍ଟ ଶିକ୍ଷବିତ ଲକ୍ଷ୍ମୀଧର ସାହୁ, ତାଲୁକ ଲିଗାଲ ସର୍ଭିସ କମିଟିର ଅଫିସର ରାଜେଶ କୁମାର ମଲ୍ଲିକ ପ୍ରମୁଖ ଯୋଗ ଦେଇ ଥିଲେ। ବରିଷ୍ଠ ସାମ୍ବାଦିକ ବିଶ୍ୱରଂଜନ ଆଚାର୍ଯ୍ୟ ମଧ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଉପସ୍ଥିତ ବିଚାରପତି ଓ ଅତିଥିମାନେ ଏହି ଦିବସର ଦିବସର ଉଦ୍ଦେଶ୍ୟ ସମ୍ପର୍କରେ ଉପସ୍ଥିତ ଥିବା ଛାତ୍ରଛାତ୍ରୀ, ଅଭିଭାବକ ଓ ଗ୍ରାମବାସୀ ମାନଙ୍କୁ ବୁଝାଇଥିଲେ।

    ଅନ୍ୟମାନଙ୍କ ମଧ୍ୟରେ ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ, କାନନବାଳା ସାହୁ, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅବକାଶ ସ୍ୱାଇଁ, ସକ୍ରିୟ ସଦସ୍ୟ ରବୀନ୍ଦ୍ର କୁମାର ସଂଗ୍ରାମ ସିଂହ, ପଞ୍ଚସଖା ଶିକ୍ଷା ସେତୁ ସଭାପତି ଗଣେଶ୍ୱର ପ୍ରଧାନ, ୱାର୍ଡ ମେମ୍ବର ସରୋଜିନୀ ପ୍ରଧାନ, ଆଶାକର୍ମୀ ଚନ୍ଦ୍ରକାନ୍ତି ସ୍ୱାଇଁ, ଶତ୍ରୁଘନ ମାନସିଂହ, ଦିଲ୍ଲୀପ କୁମାର ସାହୁ ପ୍ରମୁଖ ଯୋଗ ଦେଇ କାର୍ଯ୍ୟକ୍ରମ କୁ ସଫଳ ଭାବେ ପରିଚାଳନା କରିବାରେ ସହଯୋଗ କରିଥିଲେ।

    ଏହି ସଚେତନତାମୂଳକ କାର୍ଯ୍ୟକ୍ରମର ଶେଷ ପର୍ଯ୍ୟାୟରେ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣା ଉପସ୍ଥିତ ଥିବା ସମସ୍ତ ଅତିଥି, ଶିକ୍ଷକ, ଅଭିଭାବକ, ଛାତ୍ରଛାତ୍ରୀ ଓ ଗ୍ରାମବାସୀଙ୍କୁ ଧନ୍ୟବାଦ ଜ୍ଞାପନ କରି, ତାଙ୍କ ମୂଲ୍ୟବାନ ସମୟ ଓ ସହଯୋଗ ପାଇଁ ଧନ୍ୟବାଦ ଜଣାଇଥିଲେ।

    ବଜ୍ରକୋଟ ବିଶ୍ୱ ଶିଶୁ ଶ୍ରମ ବିରୋଧି ଦିବସ ରଣପୁର ତାଲୁକ ଲିଗାଲ ସର୍ଭିସ କମିଟି
    Share. Facebook Twitter LinkedIn Email WhatsApp Copy Link
    Previous Articleଖୋର୍ଦ୍ଧାରେ “ଜିଲ୍ଳା ସ୍ତରୀୟ ବିକାଶ ମେଳା ୨୦୨୫” ଆୟୋଜିତ
    Next Article ଅହମ୍ମଦାବାଦ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ପ୍ରଭାବୀ ଓ ତ୍ୱରିତ ସହାୟତାର ଆଶ୍ୱାସନା ଦେଲେ ପ୍ରଧାନମନ୍ତ୍ରୀ 

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.