Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅହମ୍ମଦାବାଦ ବିମାନ ଦୁର୍ଘଟଣାର ସମୀକ୍ଷା ବୈଠକ
    ଆଜିର ଖବର

    ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅହମ୍ମଦାବାଦ ବିମାନ ଦୁର୍ଘଟଣାର ସମୀକ୍ଷା ବୈଠକ

    June 13, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ନୂଆଦିଲ୍ଲୀ: ମର୍ମନ୍ତୁଦ ବିମାନ ଦୁର୍ଘଟଣା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦ ଗସ୍ତ କରିଛନ୍ତି। ପ୍ରଭାବିତ ପରିବାରଙ୍କ ପ୍ରତି ସବୁପ୍ରକାର ସମର୍ଥନ ଜଣାଇ ଶ୍ରୀ ମୋଦୀ ଏକମାତ୍ର ଜୀବିତ ବିମାନ ଯାତ୍ରୀଙ୍କ ସମେତ ଅନ୍ୟ ଆହତମାନଙ୍କୁ ଭେଟିଛନ୍ତି। ଏହି କଠିନ ସମୟରେ ଦେଶର ଅତୁଟ ସମର୍ଥନ ନେଇ ସେ ସମସ୍ତଙ୍କୁ ଆଶ୍ୱାସନା ଦେଇଛନ୍ତି।

    ଦୁର୍ଘଟଣା ପରେ ଜାରି ରହିଥିବା ସହାୟତା ଏବଂ ପୁନରୁଦ୍ଧାର କାର୍ଯ୍ୟର ମୂଲ୍ୟାଙ୍କନ ପାଇଁ ଶୀର୍ଷ କର୍ତ୍ତୃପକ୍ଷଙ୍କ ସହ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦ ବିମାନ ବନ୍ଦରଠାରେ ଏକ ସମୀକ୍ଷା ବୈଠକରେ ମଧ୍ୟ ଅଧ୍ୟକ୍ଷତା କରିଛନ୍ତି।

    ପୃଥକ ପୃଥକ ଏକ୍ସ ପୋଷ୍ଟରେ ଶ୍ରୀ ମୋଦୀ ଲେଖିଛନ୍ତି:

    ‘‘ଅହମ୍ମଦାବାଦରେ ଦୁଃଖଦ ବିମାନ ଦୁର୍ଘଟଣା ପରେ ଏକମାତ୍ର ଜୀବିତ ବିମାନ ଯାତ୍ରୀଙ୍କ ସମେତ ଆହତମାନଙ୍କୁ ଭେଟିଲି ଏବଂ ଏହି କଠିନ ସମୟରେ ଆମେ ସେମାନଙ୍କ ଏବଂ ସେମାନଙ୍କ ପରିବାର ସହିତ ଅଛୁ ବୋଲି ଆଶ୍ୱାସନା ଦେଲି। ସମଗ୍ର ଦେଶ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।’’

    ‘‘ଅହମ୍ମଦାବାଦ ବିମାନ ବନ୍ଦରଠାରେ ବରିଷ୍ଠ କର୍ତ୍ତୃପକ୍ଷଙ୍କ ସହ ଏକ ସମୀକ୍ଷା ବୈଠକରେ ମଧ୍ୟ ଅଧ୍ୟକ୍ଷତା କରିଛି।’’

    ଅହମ୍ମଦାବାଦ ନରେନ୍ଦ୍ର ମୋଦୀ ବିମାନ ଦୁର୍ଘଟଣା ସମୀକ୍ଷା ବୈଠକ
    Share. Facebook Twitter LinkedIn Email WhatsApp Copy Link
    Previous Articleଭାରତୀୟ କ୍ରିକେଟ୍ ଦଳ ପାଇଁ ବଢିଲା ସମସ୍ୟା: ସ୍ଵଦେଶ ଫେରିଲେ ଗୌତମ ଗମ୍ଭୀର, ଜାଣନ୍ତୁ କାରଣ
    Next Article କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ ପକ୍ଷରୁ ଯୋଗ ଅଧିବେଶନ ଆୟୋଜିତ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.