Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ରଥଯାତ୍ରାରେ ଯୋଗଦେବା ପାଇଁ ରାଜ୍ୟପାଳଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ପ୍ରଶାସନ
    ଆଜିର ଖବର

    ରଥଯାତ୍ରାରେ ଯୋଗଦେବା ପାଇଁ ରାଜ୍ୟପାଳଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ପ୍ରଶାସନ

    June 17, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    ରଥଯାତ୍ରାରେ ଯୋଗଦେବା ପାଇଁ ରାଜ୍ୟପାଳଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ପ୍ରଶାସନ

    ଭୁବନେଶ୍ବର: ଆଜି ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଡ଼. ଅରବିନ୍ଦ ପାଢ଼ୀ ରାଜଭବନରେ ରାଜ୍ୟପାଳ ହରିବାବୁ କୁମ୍ଭମପତିଙ୍କ ସାକ୍ଷାତ କରିଛନ୍ତି। ଏହି ଅବସରରେ ସେ ରାଜ୍ୟପାଳଙ୍କୁ ଆସନ୍ତା ପବିତ୍ର ରଥଯାତ୍ରା ପାଇଁ ନିମନ୍ତ୍ରଣ ଦେଇଛନ୍ତି।ରାଜ୍ୟପାଳ ଶ୍ରୀମନ୍ଦିର ପ୍ରଶାସନର ନିମନ୍ତ୍ରଣ ରକ୍ଷା କରି ରଥଯାତ୍ରାରେ ଯୋଗଦେବେ ବୋଲି ଜଣାପଡିଛି।

    ପୁରୀରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଆସନ୍ତା 27 ତାରିଖରେ ଅନୁଷ୍ଠିତ ହେଉଛି। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ତଥା ସରକାର ମିଳିତ ଭାବେ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ବିଭିନ୍ନ ସମୟରେ ବୈଠକ କରି ସୁରକ୍ଷା ଏବଂ ରିତିନୀତି ଉପରେ ଆଲୋଚନା କରାଯାଇଛି। ଅନ୍ୟପକ୍ଷରେ ରଥ ନିର୍ମାଣ କାର୍ଯ୍ୟ ମଧ୍ୟ ବେଶ ଆଗେଇ ଚାଲିଛି। 27 ତାରିଖରେ ରଥଯାତ୍ରା ହେଉଥିବା ବେଳେ 5 ତାରିଖରେ ବାହୁଡା ଯାତ୍ରା ଅନୁଷ୍ଠିତ ହେବ।

    rathyatra RathYatra2025 ରଥଯାତ୍ରା ରାଜ୍ୟପାଳ
    Share. Facebook Twitter LinkedIn Email WhatsApp Copy Link
    Previous Articleଅନ୍ତର୍ଜାତୀୟ ଯୋଗ ଦିବସ ପାଇଁ ସିଆରପିଏଫ-୧୨ ବାଟାଲିୟନ ପକ୍ଷରୁ ବାଇକ ଶୋଭାଯାତ୍ରା
    Next Article ଆଇଟିଆଇରେ ପାଠ ପଢ଼ି ସରକାରୀ ଓ ବେସରକାରୀ କମ୍ପାନୀମାନଙ୍କରେ ଚାକିରି କରିବେ ଛାତ୍ରୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.