Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ, କହିଲେ.. ଜଗନ୍ନାଥଙ୍କ ଆର୍ଶିବାଦରୁ ଶିଘ୍ର ଫେରିବି
    ଆଜିର ଖବର

    ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ, କହିଲେ.. ଜଗନ୍ନାଥଙ୍କ ଆର୍ଶିବାଦରୁ ଶିଘ୍ର ଫେରିବି

    June 18, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ, କହିଲେ.. ଜଗନ୍ନାଥଙ୍କ ଆର୍ଶିବାଦରୁ ଶିଘ୍ର ଫେରିବି

    ଭୁବନେଶ୍ବର: ଚିକିତ୍ସା ପାଇଁ ମୁମ୍ବାଇ ଯିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ଏ ନେଇ ସେ ନିଜେ ନିଜର ପ୍ରଶଂସକଙ୍କୁ ଆବଗତ କରାଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା 22 ତାରିଖରେ ମୁମ୍ବାଇର କୋକିଳାବେନ ଧୀରୁଭାଇ ଆମ୍ବାନୀ ହସପିଟାଲରେ ଚିକିତ୍ସା ହେବି। ମୋର ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ଚିକିତ୍ସା ପାଇଁ ଏକ ପକ୍ରିୟା ଶେଷ କରାଯିବ। 

    ସେ ଆହୁରି କହିଛନ୍ତି ଯେ, ମୋର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ପରାମର୍ଶରେ ଏହି କାର୍ଯ୍ୟ କରାଯିବ। ସେ ଉଲ୍ଲେଖ କରିଛନ୍ତି ଯେ, ଜଗନ୍ନାଥଙ୍କ ଆର୍ଶିବାଦ ତଥା ଓଡିଶାର ଭାଇଭଉଣୀଙ୍କ ଶୁଭକାମନା ପାଇଁ ଖୁବ ଶିଘ୍ର ଫେରିଆସି ମୋର ସେବା ଜାରୀ ରଖିବି। ନବୀନ ନିଜ ସାମାଜିକ ଗଣମାଧ୍ୟମରେ ଏହା ପୋଷ୍ଟ କରିବା ପରେ ବିଭିନ୍ନ ମହଲରେ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

    Naveen Patnaik ଚିକିତ୍ସା ହେବେ ନବୀନ ନବୀନ ପଟ୍ଟନାୟକ ନବୀନଙ୍କ ସ୍ବାସ୍ଥ୍ୟ ମୁମ୍ବାଇ ଯିବେ ନବୀନ
    Share. Facebook Twitter LinkedIn Email WhatsApp Copy Link
    Previous Articleଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କୁ ସମାନ ଶିକ୍ଷା ପ୍ରଦାନ କରିବା ପାଇଁ ତ୍ରିପାକ୍ଷିକ ଏମଓୟୁ
    Next Article ଭାରତର ଏନିମେସନ୍‌ ସଫଳତାକୁ ବିଶ୍ୱସ୍ତରରେ ପହଞ୍ଚାଇଲା ‘ଦେଶୀ ଉନ୍’

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.