Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ପ୍ରଧାନମନ୍ତ୍ରୀ ଆସିବେ ବୋଲି 20 ତାରିଖରେ କଟକ ଭୁବନେଶ୍ବର ସମସ୍ତ ସ୍କୁଲ ଛୁଟି
    ଆଜିର ଖବର

    ପ୍ରଧାନମନ୍ତ୍ରୀ ଆସିବେ ବୋଲି 20 ତାରିଖରେ କଟକ ଭୁବନେଶ୍ବର ସମସ୍ତ ସ୍କୁଲ ଛୁଟି

    June 18, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    ପ୍ରଧାନମନ୍ତ୍ରୀ ଆସିବେ ବୋଲି 20 ତାରିଖରେ କଟକ ଭୁବନେଶ୍ବର ସମସ୍ତ ସ୍କୁଲ ଛୁଟି

    ଭୁବନେଶ୍ବର: ଆସନ୍ତା 20 ତାରିଖରେ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେହିଦିନ ସେ ଅପରାହ୍ନରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ, ସେଠାରୁ ରୋଡ ସୋ କରି ଜନତା ମଇଦାନ ଯିବେ।

    ଏ ନେଇ ଟ୍ରାଫିକ ବ୍ୟବସ୍ଥାରେ ବଡ କଟକଣା କରାଯାଇଛି। ସେଥିପାଇଁ ସେଦିନକୁ କଟକ ଭୁବନେଶ୍ବରରେ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ତରଫରୁ କଟକ ଓ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଅବଗତ କରାଯାଇଛି।

    ପ୍ରଧାନମନ୍ତ୍ରୀଙ୍କ ପାଇଁ ସ୍କୁଲ ଛୁଟି ସ୍କୁଲ ଛୁଟି
    Share. Facebook Twitter LinkedIn Email WhatsApp Copy Link
    Previous Articleଇତିହାସ ସୃଷ୍ଟି ହୋଇସାରିଛି: ଯୋଗ ସଂଗମ କାର୍ଯ୍ୟକ୍ରମ ପଂଜୀକରଣ ୪ ଲକ୍ଷ ଟପିଲା
    Next Article ନବୀନଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଚିନ୍ତା ପ୍ରକଟ ମଧ୍ୟ କଲେ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.