Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଆନ୍ତର୍ଜାତିକ ଯୋଗ ଦିବସ ୨୦୨୫ ପାଳନ ପାଇଁ କଳାହାଣ୍ଡି ଜିଲ୍ଲାରେ ପ୍ରାକ୍ ପ୍ରସ୍ତୁତି
    ଆଜିର ଖବର

    ଆନ୍ତର୍ଜାତିକ ଯୋଗ ଦିବସ ୨୦୨୫ ପାଳନ ପାଇଁ କଳାହାଣ୍ଡି ଜିଲ୍ଲାରେ ପ୍ରାକ୍ ପ୍ରସ୍ତୁତି

    June 20, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    କଳାହାଣ୍ଡି: ଯୋଗ, ଭାରତର ଏକ ପ୍ରାଚୀନ ସଂସ୍କୃତି। ଏହା ମନ, ଶରୀର ଓ ଆତ୍ମାର ମିଳନ କରିଥାଏ। ବିଶ୍ୱକୁ ଆମର ଏହି ପ୍ରାଚୀନ କଳା ଓ ଏହାର ସୁଫଳ ସମ୍ପର୍କରେ ଅବଗତ କରାଇବା ପାଇଁ ବିଶ୍ୱ ପାଳନ କରିବାକୁ ଯାଉଛି ଯୋଗ ଦିବସ। କଳାହାଣ୍ଡି ଜିଲ୍ଲାରେ ଏଥିପାଇଁ ପ୍ରାକ୍ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି।

    ପ୍ରାଚୀନ ସଂସ୍କୃତିର ଅମୂଲ୍ୟ ଉପହାର ହେଉଛି ଯୋଗ। ଅନେକ ବର୍ଷ ପୂର୍ବେ ଏହାର ଉତ୍ପତ୍ତି ଭାରତରେ ହୋଇଥିବା ଅନୁମାନ କରାଯାଏ। ବିଶ୍ୱର କୋଣ ଅନୁକୋଣରେ ଯୋଗକୁ ପହଞ୍ଚାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରୟାସରେ ବିଶ୍ୱବ୍ୟାପୀ ଜୁନ୍ ୨୧ ତାରିଖକୁ ଆନ୍ତର୍ଜାତିକ ଯୋଗ ଦିବସ ଭାବେ ପାଳନ କରାଯାଉଛି। ମିଳିତ ଜାତିସଂଘ ଅଧିବେଶନରେ ୨୦୧୪ ମସିହା ଡିସେମ୍ୱର ୧୧ ତାରିଖରେ ଏଥିପାଇଁ ସଂକଳ୍ପ ହୋଇଥିଲା।

    ଆନ୍ତର୍ଜାତିକ ଯୋଗ ଦିବସ ୨୦୧୫ ମସିହାରୁ ପାଳନ କରାଯାଉଛି। ଯୋଗ ଏକ ଶାରିରୀକ, ମାନସିକ ଓ ଆଧ୍ୟାତ୍ମିକ ଅଭ୍ୟାସ। ପ୍ରତିଦିନ ଯୋଗାଭ୍ୟାସ କରିବା ଦ୍ୱାରା ଆମର ମନ ଶାନ୍ତ ରହେ ଏବଂ ଶରୀରକୁ ଶକ୍ତି ମିଳେ। ପ୍ରତିବର୍ଷ ଯୋଗ ଦିବସର ଏକ ବିଷୟ ବସ୍ତୁ ରହିଥାଏ। ଚଳିତବର୍ଷର ବିଷୟବସ୍ତୁ ରହିଛି ଏକ ପୃଥିବୀ ଏକ ସ୍ୱାସ୍ଥ୍ୟ ପାଇଁ ଯୋଗ। ସ୍ୱାସ୍ଥ୍ୟ ପାଇଁ ଯୋଗ ନିତାନ୍ତ ଆବଶ୍ୟକ। ଯୋଗ କରିବା ଦ୍ୱାରା ମଣିଷ ମାନସିକ ସ୍ତରରେ ସୁସ୍ଥ ରହିପାରିବ ବୋଲି ନିଜର ଅନୁଭୂତି ବର୍ଣ୍ଣନା କରିଛନ୍ତି

    ଯୋଗ ମନ ସହିତ ଶରୀରର ଏକ ସନ୍ତୁଳନ ରଖିବା ପାଇଁ ଏକ ଉତ୍ତମ ମାଧ୍ୟମ। ଚାକିରିରୁ ଅବସରର ନେବାପରେ ନିଜକୁ ସୁସ୍ଥ ରଖିବା ପାଇଁ ଯୋଗ ଅନେକ ସହାୟକ ହୋଇପାରିଛି ବୋଲି କହନ୍ତି ପ୍ରମୋଦ କୁମାର ପାଣିଗ୍ରାହୀ।

    ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ କଳାହାଣ୍ଡି ଜିଲ୍ଲାରେ ପତଞ୍ଜଳି ଯୋଗ ସମିତି ତଥା ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଆନ୍ତର୍ଜାତୀକ ଯୋଗ ଦିବସ ପାଳିତ ହେବ। ଏହି ଯୋଗ ଦିବସର ମହତ୍ତ୍ୱ ସଂପର୍କରେ କହନ୍ତି ଯୋଗଗୁରୁ ହେମନ୍ତ କୁମାର ମିଶ୍ର।

    ଆନ୍ତର୍ଜାତିକ ଯୋଗ ଦିବସ ୨୦୨୫ କଳାହାଣ୍ଡି ଜିଲ୍ଲା ପ୍ରାକ୍ ପ୍ରସ୍ତୁତି
    Share. Facebook Twitter LinkedIn Email WhatsApp Copy Link
    Previous Articleସକ୍ଷମ ବ୍ୟବସାୟ, ସଶକ୍ତ ବିକାଶ
    Next Article ଅପରେସନ ସିନ୍ଦୁର: ଭାରତ ସହ ଆଲୋଚନା ଲାଗି ପାକିସ୍ତାନକୁ ପ୍ରଥମେ ପରାମର୍ଶ ଦେଇଥିଲା ଏହି ବଡ଼ ମୁସଲିମ ଦେଶ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.