Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଅପରାଧ»ଗଞ୍ଜାମ ଜିଲ୍ଲାରେ ପୁଣି ଏକ ହତ୍ୟାକାଣ୍ଡ: ଯୁବକକୁ ପଥରରେ ଛେଚି ହତ୍ୟା
    ଅପରାଧ

    ଗଞ୍ଜାମ ଜିଲ୍ଲାରେ ପୁଣି ଏକ ହତ୍ୟାକାଣ୍ଡ: ଯୁବକକୁ ପଥରରେ ଛେଚି ହତ୍ୟା

    June 20, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କବିସୂର୍ଯ୍ୟ ନଗର ଥାନା ଅର୍ନ୍ତଗତ ଜରଡ ଛକରେ ହତ୍ୟାକାଣ୍ଡ ଘଟିଛି। ହତ୍ୟାର ଶୀକାର ହୋଇଥିବା ଯୁବକ ଜଣକ ଆଠଗଡ଼ ପାଟଣା ଖଦାଳ ସାହିର ଉପେନ୍ଦ୍ର ନାହାଙ୍କ ପୁଅ ସାଗର ନାହାକ।

    ଗତକାଲି ସନ୍ଧ୍ୟାରେ ଦୁଇ ବନ୍ଧୁଙ୍କ ସହ କାଳିଆ ପଲ୍ଲୀ ଗ୍ରାମକୁ ଏକ ଭୋଜି କାର୍ଯ୍ୟରେ ଯୋଗଦାନ କରି ବିଳମ୍ବିତ ରାତି ପର୍ଯ୍ୟନ୍ତ ଫେରିନଥିଲା। ମଧ୍ୟ ରାତ୍ରୀରେ ସାଗର ଜରଡ ଛକରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡ଼ିଥିବା ଖବର ପାଇ ପରିବାର ଲୋକେ ଘଟଣାସ୍ଥଳରେ ପହଞ୍ଚି ସାଗରକୁ ଉଠେଇ ଘରକୁ ଆଣିଥିଲେ। ମୃତ ଯୁବକର ମୁଣ୍ଡରେ ପଥର ଛେଚା ଯାଇଛି ଓ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ହୋଇଛି।

    ପରବର୍ତ୍ତୀ ସମୟରେ ପୋଲିସ ଖବର ପାଇ ଆଠଗଡ଼ ପାଟଣାରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ପରିବାର ଲୋକଙ୍କଠାରୁ ଅଭିଯୋଗ ପାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

    କବିସୂର୍ଯ୍ୟ ନଗର ଥାନା ଗଞ୍ଜାମ ଜିଲ୍ଲା ହତ୍ୟାକାଣ୍ଡ
    Share. Facebook Twitter LinkedIn Email WhatsApp Copy Link
    Previous Articleଇରାନ-ଇସ୍ରାଏଲ ଯୁଦ୍ଧ ଯୋଗୁଁ ଫସିଲା ଆମେରିକା, ଟ୍ରମ୍ପଙ୍କ ଚିନ୍ତା ବଢାଇଲା ଋଣ, ଭାରତରୁ ନେଲେ ଉଧାର!
    Next Article ପାକିସ୍ତାନ ଏବଂ ଚୀନକୁ ଝଟକା ଦେଇ ଭାରତରେ ୨୫୦୦ କୋଟି ନିବେଶ କରିବ ଏହି ଆମେରିକୀୟ କମ୍ପାନୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.