Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଅନ୍ତରାଷ୍ଟ୍ରୀୟ»IND vs ENG 1st Test: ଟସ୍ ଜିତି ବୋଲିଂ କରିବ ଇଂଲଣ୍ଡ, ପ୍ରଥମେ ବ୍ୟାଟିଂ କରିବ ଭାରତୀୟ ଦଳ
    ଅନ୍ତରାଷ୍ଟ୍ରୀୟ

    IND vs ENG 1st Test: ଟସ୍ ଜିତି ବୋଲିଂ କରିବ ଇଂଲଣ୍ଡ, ପ୍ରଥମେ ବ୍ୟାଟିଂ କରିବ ଭାରତୀୟ ଦଳ

    June 20, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ନୂଆଦିଲ୍ଲୀ: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ସିରିଜର ପ୍ରଥମ ଟେଷ୍ଟ ଆଜିଠାରୁ ଲିଡ୍ସର ହେଡିଂଲି କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯିବ। ଯୁବ ଭାରତୀୟ ଅଧିନାୟକ ଶୁଭମନ ଗିଲ୍ ଅଭିଜ୍ଞ ବେନ୍ ଷ୍ଟୋକ୍ସଙ୍କ ମଧ୍ୟରେ ମୁକାବିଲା ହେବ। ଇଂଲଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଦଳ ପ୍ରଥମେ ବ୍ୟାଟିଂ କରିବ।

    ଭାରତର ପ୍ଲେଇଂ ଏକାଦଶ:

    ଯଶସ୍ୱୀ ଜୟସ୍ଵାଲ, କେଏଲ ରାହୁଲ, ସାଇ ସୁଦର୍ଶନ, ଶୁଭମନ ଗିଲ୍ (ଅଧିନାୟକ), ରିଷଭ ପନ୍ତ (ୱିକେଟକିପର), କରୁଣ ନାୟାର, ରବିନ୍ଦ୍ର ଜାଡେଜା, ଶାର୍ଦ୍ଦୁଳ ଠାକୁର, ଜସପ୍ରିତ ବୁମରାହ, ମହମ୍ମଦ ସିରାଜ ଏବଂ ପ୍ରସିଦ୍ଧ କୃଷ୍ଣ।

    ଇଂଲଣ୍ଡର ପ୍ଲେଇଂ ଏକାଦଶ:

    ଜ୍ୟାକ୍ କ୍ରାଉଲି, ବେନ୍ ଡକେଟ, ଓଲି ପୋପ୍, ଜୋ ରୁଟ୍, ହ୍ୟାରି ବ୍ରୁକ୍, ବେନ୍ ଷ୍ଟୋକ୍ସ (ଅଧିନାୟକ), ଜେମି ସ୍ମିଥ୍ (ୱିକେଟକିପର), କ୍ରିସ୍ ୱକ୍ସ, ବ୍ରାଇଡନ୍ କାର୍ସ, ଜୋଶ୍ ଟଙ୍ଗ୍ ଏବଂ ସୋଏବ୍ ବଶିର।

    IND Vs ENG Live IND Vs ENG LIVE Cricket Score India Vs England Live Match Live Cricket Score
    Share. Facebook Twitter LinkedIn Email WhatsApp Copy Link
    Previous Articleଟ୍ରମ୍ଫଙ୍କ ଦାବିର ପର୍ଦ୍ଦାଫାସ କଲା ପାକିସ୍ତାନ: ଭାରତ ସହ ଯୁଦ୍ଧବିରତି ପାଇଁ ଆମେରିକା ନୁହେଁ, ଏହି ଦେଶର ଥିଲା ଭୂମିକା
    Next Article ଚିକିତ୍ସା ପାଇଁ ମୁମ୍ବାଇ ଗଲେ ନବୀନ ପଟ୍ଟନାୟକ, ଆଖି ଛଳଛଳ କରି ଆଶୁ ଆରୋଗ୍ୟ କାମନା କଲେ ମହିଳା ସମର୍ଥକ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.