Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ଭୁବନେଶ୍ବରରେ ମେଗା ରୋଡ ସୋ କଲେ ପ୍ରଧାନମନ୍ତ୍ରୀ ମୋଦି, ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ ମନମୋହନ ସାମଲ
    ଆଜିର ଖବର

    ଭୁବନେଶ୍ବରରେ ମେଗା ରୋଡ ସୋ କଲେ ପ୍ରଧାନମନ୍ତ୍ରୀ ମୋଦି, ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ ମନମୋହନ ସାମଲ

    June 20, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    Modi322
    ଭୁବନେଶ୍ବରରେ ମେଗା ରୋଡ ସୋ କଲେ ପ୍ରଧାନମନ୍ତ୍ରୀ ମୋଦି, ସାମିଲ ହେଲେ ମୁଖ୍ୟମନ୍ତ୍ରୀ ଓ ମନମୋହନ ସାମଲ

    ଭୁବନେଶ୍ବର: ଆଜି ଭୁବନେଶ୍ବରରେ ଏକ ମେଗା ରୋଡ ସୋ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ରାଜ୍ୟରେ ବିଜେପି ସରକାରର ବର୍ଷପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସେ ଏହି ରୋଡ ସୋ କରିଛନ୍ତି।

    ଆଜି ନିର୍ଦ୍ଧାରିତ ସମୟରେ ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ରୋଡ ସୋରେ ସେ ଜନତା ମଇଦାନ ପର୍ଯ୍ୟନ୍ତ ଯାଇଥିଲେ। ଏହି ରୋଡ ସୋ ଦୁଇଟି ପର୍ଯ୍ୟାୟରେ ବିଭକ୍ତ ହୋଇଥିଲା। ପ୍ରଥମେ ସେ ବିମାନ ବନ୍ଦରରୁ ଗାଡି ଭିତରେ ବସି କାର କେଡରେ କିଛି ବାଟ ପର୍ଯ୍ୟନ୍ତ ଯାଇଥିଲେ। ଏହି ସମୟରେ ତାଙ୍କୁ ସ୍ବାଗତ କରିବା ପାଇଁ ରାସ୍ତାର ଦୁଇ ପାର୍ଶ୍ବରେ ଲୋକେ ଭିଡ କରିଥିଲେ।

    ଦ୍ବିତୀୟ ପର୍ଯ୍ୟାୟରେ ମୋଦି ଏକ ଖୋଲା ସୁସଜ୍ଜିତ ଗାଡିରେ ବସି ରୋଡ ସୋ କରିଥିଲେ। ଏହି ସମୟରେ ତାଙ୍କ ସହିତ ଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସଭାପତି ମନମୋହନ ସାମଲ। ତିନିଜଣ ଗୋଟିଏ ଗାଡିରେ ଜନତାଙ୍କ ଅଭିବାଦନ ଗ୍ରହଣ କରି ଜନତା ମଇଦାନ ପର୍ଯ୍ୟନ୍ତ ଯାଇଥିଲେ।

    ଆଗକୁ କୌଣସି ନିର୍ବାଚନ ନ ଥିବା ବେଳେ ପ୍ରଧାନମନ୍ତ୍ରୀଙ୍କ ଏହି ରୋଡ ସୋ ନେଇ ବେଶ ଚର୍ଚ୍ଚା ଚାଲିଛି।

    Modi in Odisha PM Modi in Odisha' ଓଡିଶାରେ ପ୍ରଧାନମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ ଭୁବନେଶ୍ବରରେ ରୋଡ ସୋ ମୋଦିଙ୍କ ରୋଡ ସୋ
    Share. Facebook Twitter LinkedIn Email WhatsApp Copy Link
    Previous Articleକର୍ଣ୍ଣାଟକରେ ଆଦିଚୁଞ୍ଚନଗିରି ବିଶ୍ୱବିଦ୍ୟାଳୟ କ୍ୟାମ୍ପସକୁ ଉଦଘାଟନ କଲେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ
    Next Article ଟ୍ରମ୍ପଙ୍କ ନିମନ୍ତ୍ରଣକୁ କାହିଁକି ପ୍ରତ୍ୟାଖ୍ୟାନ କଲେ ପ୍ରଧାନମନ୍ତ୍ରୀ ମୋଦି?: ଓଡ଼ିଶାବାସୀଙ୍କ ସମ୍ମୁଖରେ କଲେ ପ୍ରକାଶ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.