Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଅପରାଧ»ଗୋପାଳପୁର ବେଳାଭୂମି ଗଣଦୁଷ୍କର୍ମ ମାମଲା: ୬ ଅଭିଯୁକ୍ତକୁ ଚିହ୍ନିଲେ ପୀଡ଼ିତା
    ଅପରାଧ

    ଗୋପାଳପୁର ବେଳାଭୂମି ଗଣଦୁଷ୍କର୍ମ ମାମଲା: ୬ ଅଭିଯୁକ୍ତକୁ ଚିହ୍ନିଲେ ପୀଡ଼ିତା

    June 21, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତ ରବିବାର ଦିନ ଗୋପାଳପୁର ବେଳାଭୂମିରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ପୋଲିସ ୪ ନାବାଳକ ଓ ୬ ଜଣ ଯୁବକକୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ ଓ ସ୍ବତନ୍ତ୍ର ଅନୁଧ୍ୟାନକାରୀ ଦଳ କ୍ରାଇମବ୍ରାଞ୍ଚ୍ ଟି ଆଇ ପ୍ୟାରେଡ୍ ପାଇଁ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କୁ ଅନୁମତି ମାଗିଥିଲେ। ଅନୁମତି ମିଳିବା ପରେ ଗତକାଲି ମଣ୍ଡଳ କାରାଗାରରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତରେ ପୀଡ଼ିତା ଜଣକ ସମସ୍ତ ଅଭିଯୁକ୍ତ କୁ ଚିହ୍ନଟ କରିଥିଲେ।

    ଚିହ୍ନଟ ଅଭିଯୁକ୍ତମାନେ ହେଲେ ପ୍ରମୋଦ କୁମାର ନାୟକ, ବାବୁରାମ ଦଳେଇ, ଲକ୍ଷଣ ପ୍ରଧାନ, କୁନାଲ୍ ପ୍ରଧାନ, ଦୀପକ୍ ତରାଇ ଓ କୁନା ପ୍ରଧାନ ବୋଲି ଜଣାପଡିଛି। ଉକ୍ତ ସମସ୍ତ ଅଭିଯୁକ୍ତ ବର୍ତ୍ତମାନ ମଣ୍ଡଳ କାରାଗାରରେ ଥିବା ବେଳେ ନାବାଳକ ସମସ୍ତେ ସ୍ବତନ୍ତ୍ର ଜୁଭେନାଇଲ୍ ହୋମ୍ ରେ ଅଛନ୍ତି। ଆବଶ୍ୟକ ପଡିଲେ ସମସ୍ତ ଅଭିଯୁକ୍ତକୁ ରିମାଣ୍ଡରେ ଅଣାଯିବ ବୋଲି କ୍ରାଇମବ୍ରାଞ୍ଚ ପକ୍ଷରୁ ସୁଚନା ମିଳିଛି।

    ଗଣଦୁଷ୍କର୍ମ ମାମଲା ଗୋପାଳପୁର ବେଳାଭୂମି
    Share. Facebook Twitter LinkedIn Email WhatsApp Copy Link
    Previous Articleଅନ୍ତର୍ଜାତୀୟ ଯୋଗ ଦିବସ-୨୦୨୫: ବାଣପୁରରେ ଯୋଗ କଲେ ଆଇନ ମନ୍ତ୍ରୀ
    Next Article ଆଜି ଅନ୍ତର୍ଜାତୀୟ ଯୋଗ ଦିବସ. ବିଶାଖପାଟନାମରେ ପ୍ରଧାନମନ୍ତ୍ରୀ କଲେ ଯୋଗ, ସମବେତ ଜନତାଙ୍କୁ କହିଲେ…

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.