Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଅପରାଧ»ପଙ୍ଖାରେ ଝୁଲୁଥିବା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର: ପୋଲିସର ତଦନ୍ତ ଜାରି
    ଅପରାଧ

    ପଙ୍ଖାରେ ଝୁଲୁଥିବା ଅବସ୍ଥାରେ ମହିଳାଙ୍କ ମୃତଦେହ ଉଦ୍ଧାର: ପୋଲିସର ତଦନ୍ତ ଜାରି

    June 21, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅର୍ନ୍ତଗତ ପାଣ୍ଡବ ନଗର ସାହିରେ ଜଣେ ମହିଳା ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ଅନୁଯାୟୀ, ନିତୁ ମୃଦୁଙ୍ଗିଆ ନାମ୍ନୀ ଜଣେ ମହିଳା ବେକରେ ଶାଢ଼ୀ ବାନ୍ଧି ପଙ୍ଖାରେ ଝୁଲୁଥିବା ଅବସ୍ଥାରେ ଉଦ୍ଧାର ହୋଇଛି। ମୃତ ମହିଳାଙ୍କ ଦୁଇ ସନ୍ତାନର ଜନନୀ ଅଟନ୍ତି। ଘରେ କେହିନଥିଲା ବେଳେ ମହିଳା ଜଣକ ଏହି ଭଳି ନିଷ୍ପତ୍ତି ନେଇଛନ୍ତି ଓ ଘର ଲୋକେ ଆସି ମୃତ ନିତୁକୁ ଝୁଲୁଥିବା ଅବସ୍ଥାରେ ଉଦ୍ଧାର କରିଥିଲେ। କିନ୍ତୁ ଆତ୍ମହତ୍ୟାର କାରଣ ଜଣାପଡି ନାହିଁ।

    ପାରିବାରିକ ଅଶାନ୍ତିକୁ ନେଇ ଏହି ଘଟଣା ଘଟିଛି ବୋଲି ସ୍ଥାନୀୟ ଲୋକଙ୍କଠାରୁ ଶୁଣିବାକୁ ମିଳିଛି। ବଡ଼ବଜାର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛି।

    ବଡ଼ବଜାର ଥାନା ମହିଳାଙ୍କ ମୃତଦେହ ଉଦ୍ଧାର
    Share. Facebook Twitter LinkedIn Email WhatsApp Copy Link
    Previous Articleଅଧିନାୟକ ଶୁଭମନ ଗିଲଙ୍କ ଉପରେ ଲାଗିବ ପ୍ରତିବନ୍ଧକ!: ଆଇସିସି ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗ
    Next Article ଆମେରିକୀୟ F-35 ନା ରୁଷୀୟ Su-57, କେଉଁ ପଞ୍ଚମ ପିଢ଼ିର ଲଢ଼ୁଆ ବିମାନ କିଣିବ ଭାରତ? ଆସିଲା ବଡ଼ ଅପଡେଟ୍

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.