Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ନବୀନଙ୍କ ଅପରେସନକୁ ନେଇ ନୂଆ ତଥ୍ୟ ଦେଲେ ବଡ ଭାଇ ପ୍ରେମ ପଟ୍ଟନାୟକ, ଭିତରେ ଥିବା ଭିଡିଓ ଦେଖି ଜାଣନ୍ତୁ
    ଆଜିର ଖବର

    ନବୀନଙ୍କ ଅପରେସନକୁ ନେଇ ନୂଆ ତଥ୍ୟ ଦେଲେ ବଡ ଭାଇ ପ୍ରେମ ପଟ୍ଟନାୟକ, ଭିତରେ ଥିବା ଭିଡିଓ ଦେଖି ଜାଣନ୍ତୁ

    June 23, 2025No Comments1 Min Read
    Facebook Twitter LinkedIn Email WhatsApp Copy Link
    ନବୀନଙ୍କ ଅପରେସନକୁ ନେଇ ନୂଆ ତଥ୍ୟ ଦେଲେ ବଡ ଭାଇ ପ୍ରେମ ପଟ୍ଟନାୟକ, ଭିତରେ ଥିବା ଭିଡିଓ ଦେଖି ଜାଣନ୍ତୁ

    ନୂଆଦିଲ୍ଲୀ: ଗତକାଲି ମୁମ୍ବାଇସ୍ଥିତ କୋକିଳବେନ ଧୀରୁଭାଇ ଆମ୍ବାନୀ ହସପିଟାଲରେ ନବୀନ ପଟ୍ଟନାୟକଙ୍କ ଛୋଟିଆ ଅପରେସନ ହୋଇଛି। ଏହି ସମୟରେ ତାଙ୍କ ପାଖରେ ଥିଲେ ବଡ ଭାଇ ପ୍ରେମ ପଟ୍ଟନାୟକ ଏବଂ ଭାଉଜ। ତେବେ ଆଜି ବଡ ଭାଇ ପ୍ରେମ ପଟ୍ଟନାୟକ ନବୀନଙ୍କ ସ୍ବାସ୍ଥ୍ୟକୁ ନେଇ ଦେଇଛନ୍ତି ନୂଆ ତଥ୍ୟ। ତାହା ହେଲା ଆଜି ନବୀନ ପଟ୍ଟନାୟକ ଚଲାବୁଲା କରିଛନ୍ତି। ଏ ନେଇ ସେ ଏକ ଭିଡିଓ ମଧ୍ୟ ଜାରୀ କରିଛନ୍ତି।

    https://demo.ratnatechnology.co.in/thesamikhsya/wp-content/uploads/2025/06/patnaik.mp4

    ଏଥିରେ ପ୍ରେମ ପଟ୍ଟନାୟକ ଓଡିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି ଯେ ନବୀନ ବାବୁ ସୁସ୍ଥ ହେଉଛନ୍ତି । ନବୀନ ବାବୁଙ୍କ ଅସ୍ତ୍ରୋପଚାର ପରେ ଓଡ଼ିଶାବାସୀଙ୍କ ପ୍ରାର୍ଥନା ଏବଂ ଚିନ୍ତା ପାଇଁ କୃତଜ୍ଞତା ପ୍ରକାଶ କରି ସେ କହିଛନ୍ତି ଯେ ନବୀନ ପଟ୍ଟନାୟକ ଭଲ ଅଛନ୍ତି ଏବଂ ଆଜି କିଛି ପାଦ ଚାଲିଛନ୍ତି। ଏହା ସୁସ୍ଥ ହେବାର ଏକ ଆଶ୍ୱାସନାଦାୟକ ସଙ୍କେତ ବୋଲି ସେ କହିଛନ୍ତି। 

    Prem Patnaik ନବୀନ ଅସୁସ୍ଥ୍ୟ ନବୀନ ପଟ୍ଟନାୟକ ପ୍ରେମ ପଟ୍ଟନାୟକ
    Share. Facebook Twitter LinkedIn Email WhatsApp Copy Link
    Previous Articleଗୁଜୁରାଟ ଉପନିର୍ବାଚନରେ ​​ପରାଜୟ ଯୋଗୁଁ କଂଗ୍ରେସରେ ଉତ୍ତେଜନା, ଇସ୍ତଫା ଦେଲେ ରାଜ୍ୟ ସଭାପତି
    Next Article ସମ୍ବଲପୁର ଏବଂ ଦେବଗଡ଼କୁ ପଞ୍ଚଦଶ ଅର୍ଥ କମିଶନ ଅନୁଦାନ ରାଶି ପ୍ରଦାନ ପାଇଁ ଅନୁରୋଧ କଲେ କେନ୍ଦ୍ରମନ୍ତ୍ରୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.