Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»୧୧ ବର୍ଷରେ ଖଣି କ୍ଷେତ୍ରର ସଂସ୍କାରଗୁଡିକ ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ
    ଆଜିର ଖବର

    ୧୧ ବର୍ଷରେ ଖଣି କ୍ଷେତ୍ରର ସଂସ୍କାରଗୁଡିକ ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    June 24, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତ ୧୧ ବର୍ଷରେ ଖଣି କ୍ଷେତ୍ରରେ ନିଆଯାଇଥିବା ଗୁରୁତ୍ୱପୂର୍ଣ୍ଣ ସଂସ୍କାରଗୁଡିକ ବିଷୟରେ ବର୍ଣ୍ଣନା କରୁଥିବା ଏକ ଆଲେଖ୍ୟ ଶେୟାର କରିଛନ୍ତି। ପରିବର୍ତ୍ତନକାରୀ ସଂସ୍କାର ସହ କିପରି ଖଣି କ୍ଷେତ୍ର ସମବାୟ ସଂଘୀୟତା ଏବଂ ସ୍ୱଚ୍ଛ ଶାସନର ପ୍ରତୀକ ଭାବରେ ସ୍ଥାପିତ ହୋଇଛ ସେ ବିଷୟରେ ମଧ୍ୟ ବର୍ଣ୍ଣନା କରାଯାଇଛି।

    କେନ୍ଦ୍ର ମନ୍ତ୍ରୀ ଜି କିଶନ ରେଡ୍ଡୀଙ୍କ ପକ୍ଷରୁ ଏକ୍ସରେ କରାଯାଇଥିବା ଏକ ପୋଷ୍ଟର ଉତ୍ତର ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି;

    “କେନ୍ଦ୍ର ମନ୍ତ୍ରୀ ମନ୍ତ୍ରୀ ଶ୍ରୀ କିଶନ ରେଡ୍ଡୀ ଲେଖିଛନ୍ତି ଯେ ଗତ ୧୧ ବର୍ଷରେ କରାଯାଇଥିବା ସଂସ୍କାରଗୁଡିକ ସମବାୟ ସଂଘୀୟତାକୁ ଖଣି କ୍ଷେତ୍ରର ପରିଚୟ କରିବା ସହ କେନ୍ଦ୍ର-ରାଜ୍ୟ ସହଯୋଗକୁ ମଜବୁତ କରିଛି ଏବଂ ସାମଗ୍ରିକ ଶାସନକୁ ଉନ୍ନତ କରିଛି।”

    ଖଣି କ୍ଷେତ୍ର ଜି. କିଶନ ରେଡ୍ଡୀ ନରେନ୍ଦ୍ର ମୋଦୀ
    Share. Facebook Twitter LinkedIn Email WhatsApp Copy Link
    Previous Articleଓଡିଶାରେ ଦଳିତଙ୍କୁ ଆକ୍ରମଣ ଘଟଣାରେ ନିଜ ସାମାଜିକ ଗଣମାଧ୍ୟମରେ ରାହୁଲ ଗାନ୍ଧୀ ଲେଖିଲେ..
    Next Article ଆଜି କେନ୍ଦ୍ରୀୟ କ୍ଷେତ୍ରୀୟ ପରିଷଦର ୨୫ତମ ବୈଠକରେ ଅଧ୍ୟକ୍ଷତା କରିବେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.