Close Menu
    What's Hot

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025
    Facebook X (Twitter) Instagram
    • About Us
    • Contact Details
    • Grievance
    • Privacy Policy
    • Terms Of Use
    Facebook X (Twitter) LinkedIn
    The SamikhsyaThe Samikhsya
    • ହୋମ
    • ବିଶେଷ ଖବର
    • ରାଜ୍ୟ ଖବର
    • ଜାତୀୟ ଖବର
    • ଆଞ୍ଚଳିକ
    • ସଂସ୍କୃତି
    • ବ୍ୟବସାୟ
    • ଧର୍ମ
    • ଖେଳ
    • ଅନ୍ୟାନ୍ୟ
      • ମନୋରଂଜନ
      • ଅନ୍ତରାଷ୍ଟ୍ରୀୟ
      • ଜୀବନ ଶୈଳୀ
    The SamikhsyaThe Samikhsya
    Home»ଆଜିର ଖବର»ରଥଯାତ୍ରାକୁ ସୁନିୟନ୍ତ୍ରିତ ଓ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ
    ଆଜିର ଖବର

    ରଥଯାତ୍ରାକୁ ସୁନିୟନ୍ତ୍ରିତ ଓ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ

    June 25, 2025No Comments1 Min Read
    Facebook Twitter LinkedIn Email WhatsApp Copy Link

    ପୁରୀ: ରଥଯାତ୍ରାକୁ ସୁନିୟନ୍ତ୍ରିତ ଓ ଶୃଙ୍ଖଳିତ କରିବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରଥ ଉପରେ ମୋବାଇଲ ବାରଣ, ରଥ ଶୋଦ୍ଧ, ଅନଧିକୃତ ସେବକଙ୍କୁ ବାରଣ ଆଦି ପ୍ରସଙ୍ଗକୁ ନେଇ ବୈଠକରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରାଯାଇଛି। ବୈଠକରେ ଅଧ୍ୟକ୍ଷତା କରିଥିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ।

    ସ୍ନାନପୂର୍ଣ୍ଣିମାରେ ମୋବାଇଲ ବ୍ୟବହାର କରି ବିଶୃଙ୍ଖଳା ସୃଷ୍ଟି କରିଥିବା ସେବକକୁ ଚିହ୍ନଟ କରାଯାଇଛି। ସେପଟେ ପହଣ୍ଡି କର୍ଡନ ନିୟନ୍ତ୍ରଣ ପାଇଁ ଏକ ଟିମ ଗଠନ କରାଯାଇଛି ବୋଲି ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ ସୂଚନା ଦେଇଛନ୍ତି।

    ରଥଯାତ୍ରା ଶ୍ରୀମନ୍ଦିର ପ୍ରଶାସନ ସ୍ନାନପୂର୍ଣ୍ଣିମା
    Share. Facebook Twitter LinkedIn Email WhatsApp Copy Link
    Previous Articleଆଜି ଇତିହାସ ରଚିବେ ଦେଶର ପୁଅ ଶୁଭାଂଶୁ ଶୁକ୍ଳା, ୧୨ଟାରେ ଆରମ୍ଭ କରିବେ ମହାକାଶ ମିଶନ
    Next Article ଦଶମୂଳ ମୋଦକ ଚୋରୀ ଘଟଣା: ଜାଣନ୍ତୁ କ’ଣ କହିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ?

    Related Posts

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    Add A Comment

    Comments are closed.

    Latest News

    ମହିଳା ଏବଂ ଶିଶୁ କଲ୍ୟାଣ କ୍ଷେତ୍ରରେ ପ୍ରଯୁକ୍ତିବିଦ୍ୟାର ବ୍ୟବହାର ଉପରେ ଆଲେଖ୍ୟ ଶେୟାର କଲେ ପ୍ରଧାନମନ୍ତ୍ରୀ

    July 2, 2025

    ଗ୍ରାମ ପଞ୍ଚାୟତ ଏବଂ ପୌରସଂସ୍ଥା ସ୍ତରରେ ୩ ମାସିଆ ଅଭିଯାନ ଆରମ୍ଭ କଲା ଆର୍ଥିକ ସେବା ବିଭାଗ

    July 2, 2025

    ନିଶାଦ୍ରବ୍ୟ କାରବାର ବନ୍ଦ କରିବା ଏବଂ ଯୁବକମାନଙ୍କୁ ସୁରକ୍ଷା ଦେବା ପାଇଁ ମୋଦୀ ସରକାର ସଂକଳ୍ପବଦ୍ଧ: ଅମିତ ଶାହ

    July 2, 2025

    ଦ୍ୱିତୀୟ ଶ୍ରୀକ୍ଷେତ୍ରରେ ଦକ୍ଷିଣମୋଡ ହେଲେ ତିନି ରଥ

    July 2, 2025

    ରୋଗୀ ସେବାର ପ୍ରାଣ କେନ୍ଦ୍ର ହେଉଛନ୍ତି ନର୍ସ: ସୋଆ ଉପସଭାପତି

    July 2, 2025

    NIPCCD ର ନାମକୁ ସାବିତ୍ରୀବାଇ ଫୁଲେ ଜାତୀୟ ମହିଳା ଏବଂ ଶିଶୁ ବିକାଶ ପ୍ରତିଷ୍ଠାନ ଭାବେ ନାମିତ

    July 2, 2025

    ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

    July 2, 2025
    Load More
    The Samikhsya
    Facebook X (Twitter) LinkedIn
    • About Us
    • Contact Details
    • Grievance
    • Privacy Policy
    • Terms Of Use

    Chief Editor: Sarat Paikray

    © 2018-2026 All rights resorved by S M Network | Designed by Ratna Technology.

    Type above and press Enter to search. Press Esc to cancel.